Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୩ ଲକ୍ଷ ୫୨ ହଜାର ୯୯୧ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୩ ଲକ୍ଷ ୫୨ ହଜାର ୯୯୧ ଆକ୍ରାନ୍ତ

April 26, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୫୨ ହଜାର ୯୯୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨ ହଜାର ୮୧୨ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୭୩ ଲକ୍ଷ ୧୩ ହଜାର ୧୬୩ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୯୫ ହଜାର ୧୨୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୪୩ ଲକ୍ଷ ୪ ହଜାର ୩୮୨ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨୮ ଲକ୍ଷ ୧୩ ହଜାର ୬୫୮ ଆକ୍ଟିଭ୍‌ କେସ୍ ରହିଛି।

କରୋନା ଅପଡେଟ୍‌ କରୋନା ପଜିଟିଭ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଟିଏ ଦିନରେ ୫୦.୫ ଲକ୍ଷରୁ ଅଧିକ ସିଲିଣ୍ଡର ବିତରଣ କରାଯାଇଛି: କେନ୍ଦ୍ର ସରକାର

April 18, 2026

କୃଷିଭବନଠାରେ ଜିଲ୍ଲା ମୁଖ୍ୟ ପ୍ରାଣିଚିକିତ୍ସା ଅଧିକାରୀଙ୍କ ସମୀକ୍ଷା ବୈଠକ

April 18, 2026

ଆଜି ଏପ୍ରିଲ ୧୮ ତାରିଖ ଶନିବାରରେ ଛଅଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

April 18, 2026

ବଲାଙ୍ଗିରରେ ୧୮ରୁ ୨୧ ଯାଏଁ ସ୍କୁଲ, କଲେଜ ଛୁଟି

April 18, 2026
Latest News

ଗୋଟିଏ ଦିନରେ ୫୦.୫ ଲକ୍ଷରୁ ଅଧିକ ସିଲିଣ୍ଡର ବିତରଣ କରାଯାଇଛି: କେନ୍ଦ୍ର ସରକାର

April 18, 2026

କୃଷିଭବନଠାରେ ଜିଲ୍ଲା ମୁଖ୍ୟ ପ୍ରାଣିଚିକିତ୍ସା ଅଧିକାରୀଙ୍କ ସମୀକ୍ଷା ବୈଠକ

April 18, 2026

ଆଜି ଏପ୍ରିଲ ୧୮ ତାରିଖ ଶନିବାରରେ ଛଅଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

April 18, 2026

ବଲାଙ୍ଗିରରେ ୧୮ରୁ ୨୧ ଯାଏଁ ସ୍କୁଲ, କଲେଜ ଛୁଟି

April 18, 2026

ଟଙ୍କାର ହିସାବ ଦେଇନପାରିବାରୁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

April 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.