Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିରିୟାନି ପାଇଁ କଂଗ୍ରେସ କର୍ମୀଙ୍କ ମଧ୍ୟରେ ମାରପିଟ୍‌ : ୯ ଗିରଫ
ଆଜିର ଖବର

ବିରିୟାନି ପାଇଁ କଂଗ୍ରେସ କର୍ମୀଙ୍କ ମଧ୍ୟରେ ମାରପିଟ୍‌ : ୯ ଗିରଫ

April 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
group fight for biryani in up congress
group fight for biryani in up congress

ବିରିୟାନି ପାଇଁ କଂଗ୍ରେସ କର୍ମୀଙ୍କ ମଧ୍ୟରେ ମାରପିଟ୍‌ ହୋଇଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଉତ୍ତରପ୍ରଦେଶର ମୁଜାଫରନଗରରେ। ପୂର୍ବତନ ବିଧାୟକ ମୌଲାନା ଜମିଲଙ୍କ ବାସଭବନରେ ଏକ ନିର୍ବାଚନୀ ସଭା ଆୟୋଜିତ ହୋଇଥିଲା। ଏଥିରେ କଂଗ୍ରେସ ପ୍ରାର୍ଥୀ ନାସିମୁଦ୍ଦିନ ସିଦ୍ଦିକିଙ୍କ ସମର୍ଥକମାନେ ଯୋଗଦେଇଥିଲେ। ସଭା ପରେ କର୍ମୀମାନଙ୍କୁ ବିରିୟାନୀ ବଣ୍ଟନ କରିବାର ବ୍ୟବସ୍ଥା ହୋଇଥିଲା। ଏହି ବିରିୟାନି ବଣ୍ଟନକୁ ନେଇ ଗଣ୍ଡଗୋଳ ହୋଇଯାଇଛି। ସଭା ପୂର୍ବରୁ ବିରିୟାନ୍‌ ପ୍ୟାକଟ୍‌ ଦିଆଯିବାକୁ କେତେକ କର୍ମୀ ଜିଦି ଧରିଥିବାବେଳେ ଆଉ କେତେକ କର୍ମୀ ଏହାକୁ ବିରୋଧ କରିଥିଲେ। ଏହାକୁ ନେଇ ଉଭୟ ପକ୍ଷଙ୍କ ମଧ୍ୟରେ ମାରପିଟ ହୋଇଥିଲା। ସଭାସ୍ଥଳ ରଣକ୍ଷେତ୍ର ପାଲଟିଥିଲା। ଖବର ପାଇ ପୋଲିସ ସେଠାରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲା। ନିର୍ବାଚନୀ ସଭାରେ ବିରିୟାନି ବଣ୍ଟନ ଉପରେ ନିର୍ବାଚନ ଆୟୋଗ କଟକଣା ଲଗାଇଛନ୍ତି। ଏହି  ସଭାରେ ବିରିୟାନୀ ବଣ୍ଟନ ପାଇଁ ଅନୁମତି ନିଆଯାଇନଥିବାରୁ ଏନେଇ ମଧ୍ୟ ଅଭିଯୋଗ ଦାଖଲ କରାଯାଇ ୯ଜଣଙ୍କୁ ଗିରଫ କରାଯାଇଛି।

( ମୋବାଇଲରେ ଫଟାଫଟ  ଖବର ଜାଣିବା  ପାଇଁ ପ୍ଲେ ଷ୍ଟୋରରୁ ଡାଉନଲୋଡ କରନ୍ତୁ sankhipta, ଏହାପରେ ମୋବାଇଲ ସ୍କ୍ରିନର ତଳୁ ଉପରକୁ ଆଙ୍ଗୁଠିରେ ଘଷି  ଖବର ପରେ ଖବର ପଢି ଚାଲନ୍ତୁ। )

biriyani fight thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଜାପାନରେ ଭୂମିକମ୍ପ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.