Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଜଗତସିଂହପୁର ଜିଲ୍ଲାରୁ ୧୨୯ ଜଣ ପଜିଟିଭ୍ ଚିହ୍ନଟ: ସୁସ୍ଥ ହେଲେ ୪୯ ଆକ୍ରାନ୍ତ
ଆଜିର ଖବର

ଆଜି ଜଗତସିଂହପୁର ଜିଲ୍ଲାରୁ ୧୨୯ ଜଣ ପଜିଟିଭ୍ ଚିହ୍ନଟ: ସୁସ୍ଥ ହେଲେ ୪୯ ଆକ୍ରାନ୍ତ

April 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: ଆଜି ଜଗତସିଂହପୁର ଜିଲ୍ଲାରୁ ୧୨୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ପାରାଦ୍ବୀପରୁ ସର୍ବାଧିକ ୨୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତିର୍ତ୍ତୋଲ ବ୍ଳକରୁ ୧୯ ଜଣ, କୁଜଙ୍ଗ ବ୍ଲକରୁ ୧୯ଜଣ,ଜଗତସିଂହପୁର ବ୍ଳକରୁ ୧୭ଜଣ , ବିରିଡ଼ି ବ୍ଲକରୁ ୧୩ଜଣ ,ନାଉଗାଁ ବ୍ଲକରୁ ୧୧ଜଣ ,ବାଲିକୁଦା ବ୍ଲକରୁ ୯ଜଣ, ଏରସମା ବ୍ଲକରୁ ୬ଜଣ, ରଘୁନାଥପୁର ବ୍ଲକରୁ ୬ଜଣ ଓ ଜଗତସିଂହପୁର ୟୁ.ଏଲ୍.ବି ରୁ ୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିଭଳି ଆଜି ୪୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଜଗତସିଂହପୁର ଜିଲ୍ଲାରୁ ସମୁଦାୟ ଚିହ୍ନଟ ହୋଇଥିବା ୧୦୦୬୮ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୯୪୯୯ ଜଣ ସୁସ୍ଥ ହୋଇଥିବା ବେଳେ ୩୮ ଜଣଙ୍କର ମୃତ୍ୟୁ ହୋଇଛି। ଏଥିସହିତ ବର୍ତ୍ତମାନ ୫୩୧ ଜଣ ଆକ୍ରାନ୍ତ ଜିଲ୍ଲାରେ ସକ୍ରିୟ ରହିଛନ୍ତି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

କରୋନା ଆକ୍ରାନ୍ତ ଜଗତସିଂହପୁର ଜିଲ୍ଲା ପଜିଟିଭ୍ ଚିହ୍ନଟ ସୁସ୍ଥ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

‘ନାଗରିକତ୍ୱ ପ୍ରମାଣପତ୍ର ନୁହେଁ ପାସପୋର୍ଟ’: ସରକାରଙ୍କୁ ଟାର୍ଗେଟ କଲେ ରୋହିଣୀ ଆଚାର୍ଯ୍ୟ

June 25, 2026

କେବଳ ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଆୟର୍ଲାଣ୍ଡ ବିପକ୍ଷରେ ଟି-୨୦ ଡେବ୍ୟୁ କରିପାରନ୍ତି ଏହି ଦୁଇ ଖେଳାଳି

June 25, 2026

ପାରଳାଖେମୁଣ୍ଡିରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଯୋଗଦେଲେେ ଆଇନ ମନ୍ତ୍ରୀ

June 25, 2026

ଗୋଦାମ ଗୃହରେ ସଂରକ୍ଷିତ ଇଭିଏମ୍ ଓ ଭିଭିପାଟ୍ ମେସିନଗୁଡିକର ଯାଞ୍ଚ କଲେ ସିଇଓ

June 25, 2026
Latest News

‘ନାଗରିକତ୍ୱ ପ୍ରମାଣପତ୍ର ନୁହେଁ ପାସପୋର୍ଟ’: ସରକାରଙ୍କୁ ଟାର୍ଗେଟ କଲେ ରୋହିଣୀ ଆଚାର୍ଯ୍ୟ

June 25, 2026

ସୁଜାତାଙ୍କୁ ବିଜେଡିରେ ସାମିଲ କରି ନବୀନ ପଟ୍ଟନାୟକ କହିଦେଲେ ଏକ ବଡ କଥା..

June 25, 2026

ବିଜେଡିରେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ ରାଉତ, ନବୀନ ଘୋଷଣା କରି କହିଲେ..

June 25, 2026

ମୋଦି ସରକାରଙ୍କ ମନ୍ତ୍ରୀମଣ୍ଡଳ ବିସ୍ତାରକୁ ନେଇ ଚର୍ଚ୍ଚା: ଜାଣନ୍ତୁ କାହା ଉପରେ ଝୁଲୁଛି ଖଣ୍ଡା?

June 25, 2026

ଶଙ୍ଖ ଭବନରେ ବିଜେଡି ବୈଠକ, କିଛି ସମୟ ପରେ ସୁଜାତା ମିଶିବା ନେଇ ହେବ ଘୋଷଣା

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.