Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୩ ଲକ୍ଷ ୬୦ ହଜାର ୯୬୦ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୩ ଲକ୍ଷ ୬୦ ହଜାର ୯୬୦ ଆକ୍ରାନ୍ତ

April 29, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୬୦ ହଜାର ୯୬୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩ ହଜାର ୨୯୩ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୭୯ ଲକ୍ଷ ୯୭ ହଜାର ୨୬୭ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୧ ହଜାର ୧୮୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୪୮ ଲକ୍ଷ ୧୭ ହଜାର ୩୭୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨୯ ଲକ୍ଷ ୭୮ ହଜାର ୭୦୯ ଆକ୍ଟିଭ୍‌ କେସ୍ ରହିଛି।

corona india recovered କରୋନା ଆକ୍ରାନ୍ତ ଭାରତ ମୃତକଙ୍କ ସଂଖ୍ୟା ସୁସ୍ଥ ସଂଖ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରମ୍ପଙ୍କ ଲୋକପ୍ରିୟତା ରେକର୍ଡ ନିମ୍ନରେ, ଇରାନ ଯୁଦ୍ଧକୁ ନେଇ ବଢ଼ିଲା ଅସନ୍ତୋଷ

August 18, 2026

ବର୍ଷା ନେଇ ରେଡ୍ ଆଲର୍ଟ, ସୁନ୍ଦରଗଡ଼ରେ ସବୁ ସ୍କୁଲ୍‌ ଛୁଟି

August 18, 2026

ନୟାଗଡ଼ ବାଇପାସରେ ବସ୍‌ ଓଲଟିଲା, ୩ ଗୁରୁତର

August 18, 2026

ଉତ୍ତର ଓଡ଼ିଶାରେ ପୁଣି ବଢ଼ିବ ବର୍ଷା, ୨୨-୨୩ରେ ଲଘୁଚାପ ସମ୍ଭାବନା

August 18, 2026
Latest News

ଟ୍ରମ୍ପଙ୍କ ଲୋକପ୍ରିୟତା ରେକର୍ଡ ନିମ୍ନରେ, ଇରାନ ଯୁଦ୍ଧକୁ ନେଇ ବଢ଼ିଲା ଅସନ୍ତୋଷ

August 18, 2026

ବର୍ଷା ନେଇ ରେଡ୍ ଆଲର୍ଟ, ସୁନ୍ଦରଗଡ଼ରେ ସବୁ ସ୍କୁଲ୍‌ ଛୁଟି

August 18, 2026

ନୟାଗଡ଼ ବାଇପାସରେ ବସ୍‌ ଓଲଟିଲା, ୩ ଗୁରୁତର

August 18, 2026

ଉତ୍ତର ଓଡ଼ିଶାରେ ପୁଣି ବଢ଼ିବ ବର୍ଷା, ୨୨-୨୩ରେ ଲଘୁଚାପ ସମ୍ଭାବନା

August 18, 2026

କିପରି ଗାଲେ ଟେଷ୍ଟ ଜିତିପାରିବ ଟିମ୍ ଇଣ୍ଡିଆ?: ଜାଣନ୍ତୁ ସୂତ୍ର

August 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.