Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୧୨ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୦୨୯ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୧୨ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୦୨୯ କୁ ବୃଦ୍ଧି

April 29, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୧୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୧୦ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୦୨୯ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ପୁରୀ ଏବଂ ରାୟଗଡା ଜିଲ୍ଲାରୁ ସର୍ବାଧିକ ୨ ଜଣ ଲେଖାଏଁ ଆକ୍ରାନ୍ତ କରୋନାରେ ମୃତ୍ୟୁବରଣ କରିଛନ୍ତି। ସେହିଭଳି ବେଳେ କଟକ, ଅନୁଗୁଳ, କେନ୍ଦୁଝର ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୨୮ ହଜାର ୫୧୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୭୧ ହଜାର ୨୦୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫୫ ହଜାର ୨୪୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୦୨୯ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ ମୃତକଙ୍କ ସଂଖ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱତନ୍ତ୍ର ସଘନ ସଂଶୋଧନର ୧୧ତମ ଦିନ: ଓଡ଼ିଶାରେ ୮୭.୬୬% ଫର୍ମ ବଣ୍ଟନ ଶେଷ

June 10, 2026

ଭାରତରେ କେଉଁଠାରେ ଏବଂ କିପରି ଲାଇଭ୍ ଦେଖିବେ FIFA ବିଶ୍ୱକପ୍?: ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ 

June 10, 2026

କଣ୍ଟେନର ଧକ୍କାରେ ୨ ମୃତ

June 10, 2026

ଦିଘାସ୍ଥିତ ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୁରୀ ସାଂସଦ

June 10, 2026
Latest News

ମୁଦ୍ରା ଦୁର୍ବଳ, ଅର୍ଥନୀତି ମଜବୁତ: ଜାପାନର ଚମତ୍କାର କାହାଣୀ

June 10, 2026

ସ୍ୱତନ୍ତ୍ର ସଘନ ସଂଶୋଧନର ୧୧ତମ ଦିନ: ଓଡ଼ିଶାରେ ୮୭.୬୬% ଫର୍ମ ବଣ୍ଟନ ଶେଷ

June 10, 2026

ଭାରତରେ କେଉଁଠାରେ ଏବଂ କିପରି ଲାଇଭ୍ ଦେଖିବେ FIFA ବିଶ୍ୱକପ୍?: ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ 

June 10, 2026

ଆଜି ଦିଲ୍ଲୀରେ ଏନଡିଏ ବୈଠକ: ଯୋଗଦେବେ ମେଣ୍ଟ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ

June 10, 2026

କଣ୍ଟେନର ଧକ୍କାରେ ୨ ମୃତ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.