Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୭୭ ବର୍ଷରେ ବଲିଉଡ୍‌ ଏଭରଗ୍ରିନ୍‌ ରୋମାଣ୍ଟିକ୍‌ ଷ୍ଟାର୍‌ ଜିତେନ୍ଦ୍ର
ଆଜିର ଖବର

୭୭ ବର୍ଷରେ ବଲିଉଡ୍‌ ଏଭରଗ୍ରିନ୍‌ ରୋମାଣ୍ଟିକ୍‌ ଷ୍ଟାର୍‌ ଜିତେନ୍ଦ୍ର

April 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
jitendra @77
jitendra @77

ବଲିଉଡ୍‌ର ଏଭରଗ୍ରିନ୍‌ ରୋମାଣ୍ଟିକ୍‌ ଷ୍ଟାର୍‌  ଜିତେନ୍ଦ୍ର ଆଜି  ୭୭ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୪୨ ଏପ୍ରିଲ ୭ରେ ଅମୃତସରଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପ୍ରକୃତ ନାମ ରବି କପୁର ଥିଲା। ୧୯୫୯ରେ ଫିଲ୍ମ ନବରଙ୍ଗରେ ଜିତେନ୍ଦ୍ର ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ତେବେ ଦୀର୍ଘ ୫ ବର୍ଷ ଫିଲ୍ମ ଇଣ୍ଡଷ୍ଟ୍ରିରେ ସଂଘର୍ଷ କରିବା ପରେ ୧୯୬୪ରେ ଗୀତ୍‌ ଗାୟା ପଥରୋଁ ନେ ଫିଲ୍ମ ପରେ ତାଙ୍କ କ୍ୟାରିୟରରେ ପରିବର୍ତ୍ତନ ଆସିଥିଲା। ପ୍ରାୟ ୨୫୦ରୁ ଅଧିକ ଫିଲ୍ମରେ ଅଭିନୟ କରିଛନ୍ତି। ଶ୍ରୀଦେବୀ ଏବଂ ଜୟପ୍ରଦାଙ୍କ ସହିତ  ଅନେକ ଫିଲ୍ମରେ ସେ ସ୍କ୍ରିନ୍‌ ଶେୟାର କରିଛନ୍ତି। ତାଙ୍କ ଅଭିନୀତ ସଫଳ ଫିଲ୍ମଗୁଡ଼ିକ ମଧ୍ୟରେ ରହିଛି ‘ଫର୍ଜ’, ‘ହମ୍‌ଜୋଲି’, ‘ସଂଯୋଗ,’ ‘ଓ୍ବଲାଦ୍‌’ ‘ଜାନି ଦୁସମନ୍‌’, ‘ତୋଫା’, ‘ପରିଚୟ’, ‘କିନାରା’, ‘ଖୁସୁବ୍‌’ ପ୍ରମୁଖ। ଅଭିନୟ ପ୍ରତି ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ୨୦୦୭ ମସିହାରେ ଦାଦାସାହେବ ଫାଲ୍‌କେ ପୁରସ୍କାରର ପୁରସ୍କୃତ କରାଯାଇଥିଲା। ଜିତେନ୍ଦ୍ରଙ୍କ ଝିଅ ଏକତା କପୁର୍‌ ଟେଲିଭିଜନ କ୍ବିନ୍‌ ରୂପେ ପରିଚିତି ହାସଲ କରିଥିବାବେଳେ ତୁଷାର ବଲିଉଡ୍‌ରେ ବେଶ୍‌ ସକ୍ରିୟ।

( ମୋବାଇଲରେ ଫଟାଫଟ  ଖବର ଜାଣିବା  ପାଇଁ ପ୍ଲେ ଷ୍ଟୋରରୁ ଡାଉନଲୋଡ କରନ୍ତୁ sankhipta, ଏହାପରେ ମୋବାଇଲ ସ୍କ୍ରିନର ତଳୁ ଉପରକୁ ଆଙ୍ଗୁଠିରେ ଘଷି  ଖବର ପରେ ଖବର ପଢି ଚାଲନ୍ତୁ। )

Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: କର୍ଣ୍ଣାଟକରେ କଂଗ୍ରେସ, ମଧ୍ୟପ୍ରଦେଶରେ ବିଜେପିର ନିର୍ବିରୋଧ ବିଜୟ

June 12, 2026

ବିଜେପି ସରକାରକୁ ଦୁଇ ବର୍ଷ : ଉପଲବ୍ଧିର ଉତ୍ସବ ନା ଆତ୍ମସମୀକ୍ଷାର ସମୟ

June 12, 2026

ଅତ୍ୟାଧୁନିକ କ୍ୱାଣ୍ଟମ୍ ଏବଂ କୃତ୍ରିମ ବୁଦ୍ଧିମତ୍ତା ପ୍ରୟୋଗଶାଳା ପ୍ରତିଷ୍ଠା ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ

June 12, 2026

ଭୟାବହ ସଡ଼କ ଦୁର୍ଘଟଣା: ୪ ପୁଲିସ କର୍ମଚାରୀଙ୍କ ମୃତ୍ୟୁ

June 12, 2026
Latest News

ରାଜ୍ୟସଭା ନିର୍ବାଚନ: କର୍ଣ୍ଣାଟକରେ କଂଗ୍ରେସ, ମଧ୍ୟପ୍ରଦେଶରେ ବିଜେପିର ନିର୍ବିରୋଧ ବିଜୟ

June 12, 2026

ନିର୍ଦ୍ବନ୍ଦରେ ରାଜ୍ୟସଭାକୁ ନିର୍ବାଚିତ ହେବାପରେ ବିଜେପି ତରଫରୁ ଦେବାଶିଷଙ୍କୁ ସ୍ବାଗତ

June 12, 2026

ଡିଜେଲ୍, ପେଟ୍ରୋଲ୍ ନା ଇଭି ? 2026ରେ କେଉଁ କାର୍ ଆପଣଙ୍କ ପାଇଁ ସବୁଠାରୁ ଲାଭଦାୟକ?

June 12, 2026

ବିଜେପି ସରକାରକୁ ଦୁଇ ବର୍ଷ : ଉପଲବ୍ଧିର ଉତ୍ସବ ନା ଆତ୍ମସମୀକ୍ଷାର ସମୟ

June 12, 2026

ଅତ୍ୟାଧୁନିକ କ୍ୱାଣ୍ଟମ୍ ଏବଂ କୃତ୍ରିମ ବୁଦ୍ଧିମତ୍ତା ପ୍ରୟୋଗଶାଳା ପ୍ରତିଷ୍ଠା ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.