Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୮ ରୁ ୪୪ ବର୍ଷର ଲୋକଙ୍କ ପାଇଁ ପହଞ୍ଚିଲା କୋଭାକ୍ସିନ: ସୋମବାରଠୁ ଆରମ୍ଭ ହେବ ଟୀକାକରଣ
ଆଜିର ଖବର

୧୮ ରୁ ୪୪ ବର୍ଷର ଲୋକଙ୍କ ପାଇଁ ପହଞ୍ଚିଲା କୋଭାକ୍ସିନ: ସୋମବାରଠୁ ଆରମ୍ଭ ହେବ ଟୀକାକରଣ

April 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
Covid vaccine.

ଭୁବନେଶ୍ବର: ଓଡିଶା କିଣିଥିବା ୧.୫ ଲକ୍ଷ କୋଭାକ୍ସିନ ଟୀକା ଡ଼ୋଜ ଭୁବନେଶ୍ବର ପହଞ୍ଚିଛି। ୧୮ ରୁ ୪୪ ବର୍ଷ ବର୍ଗର ଟୀକାକରଣ ପାଇଁ କୋଭାକ୍ସିନ ଭୁବନେଶ୍ବରରେ ପହଞ୍ଚିଛି। ରାତି ୯ ଟାରେ ଏହି ଟୀକା ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛି।

ତେବେ କେବଳ ଭୁବନେଶ୍ବର ମହାନଗର ଅଞ୍ଚଳରେ ଏହି ଟୀକା ଦିଆଯିବ ବୋଲି ସୂଚନା ରହିଥିବା ବେଳେ ମେ’ ୧ ତାରିଖରୁ କିଛି ସ୍ଥାନରେ ପରୀକ୍ଷାମୂଳକ ଭାବେ ଏହି ଟୀକା ଦିଆଯିବ।

କୋଭାକ୍ସିନ ଟୀକାକରଣ
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.