Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁନ ତୃତୀୟ ସପ୍ତାହ ସୁଦ୍ଧା ଘୋଷଣା ହେବ ସିବିଏସଇ ଦଶମ ପରୀକ୍ଷା ଫଳାଫଳ: ଜାରି ହେଲା ଗାଇଡଲାଇନ
ଆଜିର ଖବର

ଜୁନ ତୃତୀୟ ସପ୍ତାହ ସୁଦ୍ଧା ଘୋଷଣା ହେବ ସିବିଏସଇ ଦଶମ ପରୀକ୍ଷା ଫଳାଫଳ: ଜାରି ହେଲା ଗାଇଡଲାଇନ

May 1, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ/ଭୁବନେଶ୍ବର: ଜୁନ ତୃତୀୟ ସପ୍ତାହ ସୁଦ୍ଧା ଘୋଷଣା ହେବ ସିବିଏସଇ ଦଶମ ପରୀକ୍ଷା ଫଳାଫଳ। ଏନେଇ ସିବିଏସଇ ପକ୍ଷରୁ ଏକ ଗାଇଡ ଲାଇନ ଜାରି କରାଯାଇଛି।

ତେବେ ଏହି ଗାଇଡ ଲାଇନ ଅନୁଯାୟୀ, ସବୁ ସ୍କୁଲରେ ୮ ଜଣିଆ ରେଜଲ୍ଟ କମିଟି ଗଠନ ହେବ। ସ୍କୁଲ ପ୍ରିନ୍ସିପାଲ ଓ ଅନ୍ୟ ୭ ଜଣ ଶିକ୍ଷକଙ୍କୁ ନେଇ ଏହି କମିଟି ଗଠନ ପାଇଁ ନିର୍ଦ୍ଦେଶ ହୋଇଛି। ସେହି ୭ ଜଣଙ୍କ ମଧ୍ୟରୁ ନିଜ ସ୍କୁଲର ୫ ଜଣ ଶିକ୍ଷକ ଏବଂ ପାଖ ସ୍କୁଲର ୨ ଜଣ ଏହି କମିଟିରେ ରହିବେ। ବର୍ଷ ସାରା ପରୀକ୍ଷାକୁ ଦେଖି ୮୦ ମାର୍କର ମୂଲ୍ୟାୟନ କରିବାକୁ ନିର୍ଦ୍ଦେଶ ହୋଇଛି। ବାକି ୨୦ ମାର୍କର ମୂଲ୍ୟାୟନ ଇଣ୍ଟରନାଲ ପରୀକ୍ଷାରୁ ହେବ।

ଜୁନ ୫ ସୁଦ୍ଧା ସିବିଏସଇକୁ ୮୦ ମାର୍କର ମୂଲ୍ୟାୟନ ତାଲିକା ପଠାଯିବ। ମୂଲ୍ୟାୟନ ବେଳେ ସ୍କୁଲର ପୂର୍ବ ୩ ବର୍ଷର ଫଳାଫଳକୁ ବିଚାରକୁ ନିଆଯିବ। ଜୁନ ୧୧ ସୁଦ୍ଧା ଇଣ୍ଟରନାଲ ୨୦ ମାର୍କର ମୂଲ୍ୟାୟନ ତାଲିକା ପଠାଯିବ।

ଗାଇଡଲାଇନ ସିବିଏସଇ
Share. Facebook Twitter LinkedIn Email WhatsApp Copy Link

Related Posts

ଜାତୀୟ ପଞ୍ଚାୟତ ପୁରସ୍କାର ପାଇଁ ଓଡ଼ିଶାର ୫ ଟି ପଞ୍ଚାୟତ ମନୋନୀତ, ଜାଣନ୍ତୁ କିଏ

May 17, 2026

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026

ସିନ୍ଧୁ ଜଳ ଚୁକ୍ତିନାମା ଉପରେ ଅନ୍ତର୍ଜାତୀୟ ନ୍ୟାୟାଳୟର ନିଷ୍ପତ୍ତିକୁ ଭାରତର ପ୍ରତ୍ୟାଖ୍ୟାନ: ପାକିସ୍ତାନକୁ ଚେତାବନୀ

May 17, 2026
Latest News

ଜାତୀୟ ପଞ୍ଚାୟତ ପୁରସ୍କାର ପାଇଁ ଓଡ଼ିଶାର ୫ ଟି ପଞ୍ଚାୟତ ମନୋନୀତ, ଜାଣନ୍ତୁ କିଏ

May 17, 2026

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026

ସିନ୍ଧୁ ଜଳ ଚୁକ୍ତିନାମା ଉପରେ ଅନ୍ତର୍ଜାତୀୟ ନ୍ୟାୟାଳୟର ନିଷ୍ପତ୍ତିକୁ ଭାରତର ପ୍ରତ୍ୟାଖ୍ୟାନ: ପାକିସ୍ତାନକୁ ଚେତାବନୀ

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.