Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୮ ହଜାର ୧୫ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୮ ହଜାର ୧୫ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

May 2, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୮ ହଜାର ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୫୬୮ ଜଣ ଚିହ୍ନଟ ହୋଇଥିବା ବେଳେ ୩୪୪୭ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୬୨ ହଜାର ୬୨୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୯୧ ହଜାର ୪୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬୯ ହଜାର ୪୫୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୦୫୪ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୮ ହଜାର ୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୨୭୫ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭୩୫ ଜଣ, ଅନୁଗୁଳ ଜିଲ୍ଲାରୁ ୫୨୫ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୦୦ ଜଣ, ବରଗଡ ଜିଲ୍ଲାରୁ ୩୯୦ ଜଣ, ଭଦ୍ରକ ଜିଲ୍ଲାରୁ ୧୪୫ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧୯୮ ଜଣ, ବୌଦ୍ଧ ଜିଲ୍ଲାରୁ ୧୦୩ ଜଣ, କଟକ ଜିଲ୍ଲାରୁ ୪୮୨ ଜଣ, ଦେବଗଡ ଜିଲ୍ଲାରୁ ୧୦୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୮୬ ଜଣ, ଗଜପତି ଜିଲ୍ଲାରୁ ୧୨୦ ଜଣ, ଗଞ୍ଜାମ ଜିଲ୍ଲାରୁ ୧୬୯ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪୯ ଜଣ, ଯାଜପୁର ଜିଲ୍ଲାରୁ ୧୯୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୩୮୬ ଜଣ, କଳାହାଣ୍ଡିରୁ ୧୭୪ ଜଣ, କନ୍ଧମାଳ ଜିଲ୍ଲାରୁ ୬୧ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୭୦ ଜଣ, କେନ୍ଦୁଝର ଜିଲ୍ଲାରୁ ୭୫ ଜଣ, କୋରାପୁଟ ଜିଲ୍ଲାରୁ ୧୨୭ ଜଣ, ମାଲକାନାଗିରି ଜିଲ୍ଲାରୁ ୩୬ ଜଣ, ମୟୂରଭଞ୍ଜ ଜିଲ୍ଲାରୁ 199 ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୨୦ ଜଣ, ନୟାଗଡ ଜିଲ୍ଲାରୁ ୧୮୭ ଜଣ, ନୂଆପଡା ଜିଲ୍ଲାରୁ ୨୬୪ ଜଣ, ପୁରୀ ଜିଲ୍ଲାରୁ ୩୦୬ ଜଣ, ରାୟଗଡା ଜିଲ୍ଲାରୁ ୧୫୪ ଜଣ, ସମ୍ବଲପୁର ଜିଲ୍ଲାରୁ ୪୪୧ ଜଣ, ସୋନପୁର ଜିଲ୍ଲାରୁ ୨୦୭ ଜଣ ଏବଂ ଷ୍ଟେଟ ପୁଲରୁ ୨୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆକ୍ରାନ୍ତ ଚିହ୍ନଟ ଓଡିଶା କରୋନା ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

‘ଅପରେସନ ସାଇବର କବଚ’ ଜାରି: ୨୩ ଅଭିଯୁକ୍ତ ଗିରଫ

February 18, 2026

ଜିଓ ଆରୋଗ୍ୟ ଏଆଇ ଦ୍ୱାରା କେବଳ କିଛି ମିନିଟ୍‌ରେ ସ୍ୱାସ୍ଥ୍ୟ ସ୍କ୍ରିନିଂ, ଏଆଇ କ୍ଲିନିକ୍ ମଡେଲ୍ ପ୍ରସ୍ତୁତ

February 18, 2026

ବାସ୍ତବ ଦୁନିଆର ଆହ୍ୱାନକୁ ସମ୍ମୁଖୀନ ହୋଇପାରିବ ଭାରତର ଏଆଇ ମିଶନ: ଏସ୍‍ କ୍ରିଷ୍ଣନ୍‍

February 18, 2026

ଭାରତ ଏଆଇ ସମ୍ମିଳନୀରେ ଓଡ଼ିଶାର ଉଦ୍ୟମକୁ ପ୍ରଶଂସା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

February 18, 2026
Latest News

‘ଅପରେସନ ସାଇବର କବଚ’ ଜାରି: ୨୩ ଅଭିଯୁକ୍ତ ଗିରଫ

February 18, 2026

ଜିଓ ଆରୋଗ୍ୟ ଏଆଇ ଦ୍ୱାରା କେବଳ କିଛି ମିନିଟ୍‌ରେ ସ୍ୱାସ୍ଥ୍ୟ ସ୍କ୍ରିନିଂ, ଏଆଇ କ୍ଲିନିକ୍ ମଡେଲ୍ ପ୍ରସ୍ତୁତ

February 18, 2026

ବାସ୍ତବ ଦୁନିଆର ଆହ୍ୱାନକୁ ସମ୍ମୁଖୀନ ହୋଇପାରିବ ଭାରତର ଏଆଇ ମିଶନ: ଏସ୍‍ କ୍ରିଷ୍ଣନ୍‍

February 18, 2026

ଭାରତ ଏଆଇ ସମ୍ମିଳନୀରେ ଓଡ଼ିଶାର ଉଦ୍ୟମକୁ ପ୍ରଶଂସା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

February 18, 2026

ଆସାମ ନିର୍ବାଚନ ପୂର୍ବରୁ କଂଗ୍ରେସର ବଡ଼ ୱିକେଟର ପତନ: ବିଜେପିରେ ଯୋଗଦେବେ ଭୁପେନ ବୋରା

February 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.