Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଧାନସଭା ନିର୍ବାଚନ ଫଳାଫଳ: ଜାଣନ୍ତୁ ଅପରାହ୍ନ ୨ ଟା ସୁଦ୍ଧା କେଉଁ ରାଜ୍ୟରେ କଣ ରହିଛି ସ୍ଥିତି
ଆଜିର ଖବର

ବିଧାନସଭା ନିର୍ବାଚନ ଫଳାଫଳ: ଜାଣନ୍ତୁ ଅପରାହ୍ନ ୨ ଟା ସୁଦ୍ଧା କେଉଁ ରାଜ୍ୟରେ କଣ ରହିଛି ସ୍ଥିତି

May 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ଦେଶର ୪ ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ବିଧାନସଭା ଆସନ ପାଇଁ ଭୋଟ ଗଣନା ଜାରି ରହିଛି। ପଶ୍ଚିମବଙ୍ଗ, ତାମିଲନାଡୁ, କେରଳ, ଆସାମ ଏବଂ ପୁଡୁଚେରି ବିଧାନସଭା ଆସନ ପାଇଁ ଭୋଟ ଗଣନା ଜାରି ରହିଛି। ଅପରାହ୍ନ ୨ ଟା ସୁଦ୍ଧା ପଶ୍ଚିମବଙ୍ଗର ୨୯୪ ଆସନ ମଧ୍ୟରୁ ତୃଣମୂଳ କଂଗ୍ରେସ ୨୦୫ ଟି ଆସନରେ ଆଗୁଆ ଥିବା ବେଳେ ବିଜେପି ୮୪ ଟି ଆସନ, କଂଗ୍ରେସ ମେଣ୍ଟ ୧ ଟି ଆସନ ଏବଂ ଅନ୍ୟ ୨ ଟି ଆସନରେ ଆଗୁଆ ଅଛି।

ତାମିଲନାଡୁର ୨୩୪ ଆସନ ମଧ୍ୟରୁ ଡିଏମକେ ମେଣ୍ଟ ୧୩୫ ଟି ଆସନରେ ଆଗୁଆ ଥିବାବେଳେ ଏଡିଏମକେ ୯୫ ଟି ଆସନ ଏବଂ ଅନ୍ୟ ୪ ଟି ଆସନରେ ଆଗୁଆ ଅଛି।

କେରଳର ୧୪୦ ଟି ଆସନ ମଧ୍ୟରୁ ଏଲଡିଏଫ(ବାମ ଦଳ) ୮୯ ଟି ଆସନରେ ଆଗୁଆ ଥିବା ବେଳେ ୟୁଡିଏଫ( କଂଗ୍ରେସ ମେଣ୍ଟ) ୪୫ ଟି ଆସନ, ବିଜେପି ୩ ଟି ଆସନ ଏବଂ ଅନ୍ୟ ଦଳ ୩ ଟି ଆସନରେ ଆଗୁଆ ଅଛି।

ଆସାମରେ ୧୨୬ ଟି ଆସନ ମଧ୍ୟରୁ ବିଜେପି+ ୭୭ଟି ଆସନରେ ଆଗୁଆ ଥିବା ବେଳେ କଂଗ୍ରେସ+ ୪୮ ଟି ଆସନ ଏବଂ ଅନ୍ୟ ଦଳ ୧ ଟି ଆସନରେ ଆଗୁଆ ରହିଛି।

ସେହିଭଳି କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରିର ୩୦ ଟି ଆସନ ମଧ୍ୟରୁ ବିଜେପି ମେଣ୍ଟ ୯ ଟି ଆସନରେ ଆଗୁଆ ଥିବା ବେଳେ କଂଗ୍ରେସ ମେଣ୍ଟ ୪ ଟି ଆସନ ଏବଂ ଅନ୍ୟ ଦଳ ୧ ଟି ରେ ଆଗୁଆ ଅଛି।

ଉଲ୍ଲେଖ ଯୋଗ୍ୟ ଯେ, ବର୍ତ୍ତମାନ ଏହି ନିର୍ବାଚନର ଭୋଟ ଗଣତି ଚାଲିଥିବା ବେଳେ ଏଯାଏଁ ଫଳାଫଳ ଘୋଷଣା ହୋଇନାହିଁ। କେଉଁ ରାଜ୍ୟରେ କେଉଁ ଦଳ ସରକାର ଗଠନ କରିବ, ତାହା ସନ୍ଧ୍ୟା ସୁଦ୍ଧା ଚିତ୍ର ସ୍ପଷ୍ଟ ହୋଇଯିବ ବୋଲି ଆଶା କରାଯାଉଛି।

ଆସାମ କେନ୍ଦ୍ର ଶାସିତ ଅଞ୍ଚଳ କେରଳ ତାମିଲନାଡୁ ପଶ୍ଚିମବଙ୍ଗ ବିଧାନସଭା ଆସନ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଦିଲ୍ଲୀରେ ମହାନଦୀ ଜଳ ବିବାଦ ସମାଧାନ ବୈଠକ

October 1, 2026

ବିମାନକୁ ବଡ଼ ଦୁର୍ଘଟଣାରୁ ରକ୍ଷା କରିଥିବା ଭାରତୀୟ ପାଇଲଟ୍‌ଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା

October 1, 2026

ସରକାର ଧାର୍ଯ୍ୟ କରନ୍ତୁ ଦୀପାବଳୀରେ ବାଣ ଫୁଟାଇବା ନିର୍ଦ୍ଦିଷ୍ଟ ସମୟ : ସୁପ୍ରିମକୋର୍ଟ

October 1, 2026

ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ

October 1, 2026
Latest News

ଆଜି ଦିଲ୍ଲୀରେ ମହାନଦୀ ଜଳ ବିବାଦ ସମାଧାନ ବୈଠକ

October 1, 2026

ବିମାନକୁ ବଡ଼ ଦୁର୍ଘଟଣାରୁ ରକ୍ଷା କରିଥିବା ଭାରତୀୟ ପାଇଲଟ୍‌ଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା

October 1, 2026

ବନ୍ୟା ପ୍ରଭାବିତଙ୍କ ପାଇଁ ଦଶହରା ପୂର୍ବରୁ ସରିବ କ୍ଷତିପୂରଣ ବଣ୍ଟନ : ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

October 1, 2026

ସରକାର ଧାର୍ଯ୍ୟ କରନ୍ତୁ ଦୀପାବଳୀରେ ବାଣ ଫୁଟାଇବା ନିର୍ଦ୍ଦିଷ୍ଟ ସମୟ : ସୁପ୍ରିମକୋର୍ଟ

October 1, 2026

ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.