Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫଳାଫଳ ପରେ ବିଜେପି ଉପରେ ବର୍ଷିଲେ ମମତା: ନିର୍ବାଚନ କମିଶନରଙ୍କ ବିରୋଧରେ ଯିବେ ସୁପ୍ରିମକୋର୍ଟ
ଆଜିର ଖବର

ଫଳାଫଳ ପରେ ବିଜେପି ଉପରେ ବର୍ଷିଲେ ମମତା: ନିର୍ବାଚନ କମିଶନରଙ୍କ ବିରୋଧରେ ଯିବେ ସୁପ୍ରିମକୋର୍ଟ

May 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କଲିକତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ତୃଣମୂଳ କଂଗ୍ରେସ ବୃହତ ବିଜୟ ଆଡ଼କୁ ଅଗ୍ରସର ହେଉଛି। ଭୋଟ ଗଣତିରେ ୨୦୦ ରୁ ଉର୍ଦ୍ଧ୍ଵ ଆସନରେ ଟିଏମସି ଆଗୁଆ ଚାଲିଛି। ଟିଏମସିର ଏହି ଫଳାଫଳକୁ ଦେଖି ମମତା ବାନାର୍ଜୀ ବିଜେପି ଉପରେ ବଡ ଅଭିଯୋଗ ଆଣିଛନ୍ତି।

ମମତା କହିଛନ୍ତି ଯେ, କେନ୍ଦ୍ରର ଅନେକ ପ୍ରୟାସ ପରେ ମଧ୍ୟ ଆମେ ବଡ ବିଜୟ ହାସଲ କରିବାକୁ ଯାଉଛୁ। ଏହା ବଙ୍ଗଳା ଏବଂ ବଙ୍ଗଳା ଲୋକଙ୍କର ବିଜୟ ଅଟେ। ବଙ୍ଗଳା ଲୋକ ଦେଶକୁ ବଞ୍ଚେଇ ଦେଇଛନ୍ତି। ଆମେ ଦ୍ଵିଶତକ ହାସଲ କରିବୁ ବୋଲି ଆଶା ରଖିଥିଲୁ। ଆମେ କହିଥିଲୁ ‘ଖେଲା ହୋବେ’, ଶେଷରେ ଏହା ହେଲା ଏବଂ ଆମେ ବିଜୟ ଲାଭ କଲୁ। ଏଥିପାଇଁ ବଙ୍ଗଳାର ସମସ୍ତ ଜନତାଙ୍କୁ ଧନ୍ୟବାଦ ଦେଉଛି। ବର୍ତ୍ତମାନ କୋଭିଡ ରୋକିବା ଦିଗରେ କାମ ଆରମ୍ଭ କରିବି। କରୋନା ସଂକ୍ରମଣ ଯୋଗୁଁ ଶପଥ ସମାରୋହକୁ ଛୋଟ କରାଯିବ।

ଅପରପକ୍ଷେ ନନ୍ଦିଗ୍ରାମ ବିଧାନସଭା ଆସନର ଫଳାଫଳ ଆସିବା ପରେ ମମତା ବାନାର୍ଜୀ ନିର୍ବାଚନ କମିଶନର ଉପରେ ଅଭିଯୋଗ ଆଣିଛନ୍ତି। ଏହି ଫଳାଫଳ ପାଇଁ ନିର୍ବାଚନ କମିଶନ ବିରୋଧରେ ସେ ସୁପ୍ରିମକୋର୍ଟର ଦ୍ଵାରସ୍ତ ହେବେ ବୋଲି କହିଛନ୍ତି। ଏହି ଆସନରୁ ବିଜେପିର ଶୁଭେନ୍ଦୁ ଅଧିକାରୀ ୧୯୫୭ ଭୋଟରେ ମମତାଙ୍କୁ ପରାସ୍ତ କରିଥିବା ଜଣାପଡିଛି।

ନିର୍ବାଚନ କମିଶନ ଫଳାଫଳ ବିଜେପି ସୁପ୍ରିମକୋର୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପ୍ ସମୟରେ ବଡ଼ ସଙ୍କଟ: ଇସ୍ରାଏଲ-ଇରାନ ଯୁଦ୍ଧ ଯୋଗୁଁ ଫସି ରହିଲେ ଏହି ଖେଳାଳି

March 2, 2026

ଆଧାର କେନ୍ଦ୍ର ଖୋଜିବା ଏବେ ବହୁତ ସହଜ!: ଗୋଟିଏ କ୍ଲିକ୍‌ରେ ପାଇବେ ସଠିକ୍ ସ୍ଥାନ

March 2, 2026

ଇସ୍ରାଏଲୀ ଏବଂ ଆମେରିକା ଆକ୍ରମଣରେ ନିହତ ହେଲା ହିଜବୁଲ୍ଲାର ଶୀର୍ଷ କମାଣ୍ଡର

March 2, 2026

ଇଣ୍ଡିଆ-ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬: ସମସ୍ତଙ୍କ ପାଇଁ କଲ୍ୟାଣ, ସମସ୍ତଙ୍କ ପାଇଁ ଆନନ୍ଦ

March 2, 2026
Latest News

ଟି-୨୦ ବିଶ୍ୱକପ୍ ସମୟରେ ବଡ଼ ସଙ୍କଟ: ଇସ୍ରାଏଲ-ଇରାନ ଯୁଦ୍ଧ ଯୋଗୁଁ ଫସି ରହିଲେ ଏହି ଖେଳାଳି

March 2, 2026

ଆଧାର କେନ୍ଦ୍ର ଖୋଜିବା ଏବେ ବହୁତ ସହଜ!: ଗୋଟିଏ କ୍ଲିକ୍‌ରେ ପାଇବେ ସଠିକ୍ ସ୍ଥାନ

March 2, 2026

ଇସ୍ରାଏଲୀ ଏବଂ ଆମେରିକା ଆକ୍ରମଣରେ ନିହତ ହେଲା ହିଜବୁଲ୍ଲାର ଶୀର୍ଷ କମାଣ୍ଡର

March 2, 2026

ଇଣ୍ଡିଆ-ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬: ସମସ୍ତଙ୍କ ପାଇଁ କଲ୍ୟାଣ, ସମସ୍ତଙ୍କ ପାଇଁ ଆନନ୍ଦ

March 2, 2026

ଓଡିଶାରେ ଉର୍ଫି ଜାଭେଦ୍: ହୋଟେଲ ସାଣ୍ଡିସ ଟାୱାରରେ ଖେଳିବେ ହର୍ବାଲ ହୋଲି

March 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.