Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲକଡାଉନ ସମୟରେ ଥାନାକୁ ଯିବାକୁ ମନା: ଫୋନ କଲେ ଘରକୁ ଆସି ଏତଲା ସଂଗ୍ରହ କରିବ ପୋଲିସ
ଆଜିର ଖବର

ଲକଡାଉନ ସମୟରେ ଥାନାକୁ ଯିବାକୁ ମନା: ଫୋନ କଲେ ଘରକୁ ଆସି ଏତଲା ସଂଗ୍ରହ କରିବ ପୋଲିସ

May 4, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଲକଡାଉନ ସମୟରେ କମିଶନରେଟ ପୋଲିସ ଭୁବନେଶ୍ଵର ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା କରିଛି। ଏହି ସମୟରେ କୋଣସି ଅଭିଯୋଗ ଥିଲେ ଥାନାକୁ ନଯାଇ ଫୋନ ମାଧ୍ୟମରେ ଅଭିଯୋଗ କରିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି। ଲକଡଉନ ସମୟରେ ଚୋରୀ, ଡକାୟତି କିମ୍ବା ଅନ୍ୟ କିଛି ଅସୁବିଧା ହୋଇଥିଲେ ଫୋନ ମାଧ୍ୟମରେ ପୋଲିସକୁ ସୂଚନା ଦେବାପାଇଁ କୁହାଯାଇଛି।

୧୦୦ ନମ୍ବରରେ କିମ୍ବା ସମ୍ପୃକ୍ତ ଥାନା ଆଇଆଇସିଙ୍କୁ ଫୋନ କରି ଅଭିଯୋଗ ଜଣାଇବା ପାଇଁ ଲୋକଙ୍କୁ କୁହାଯାଇଛି। ଅଭିଯୋଗକାରୀଙ୍କ ସବିଶେଷ ତଥ୍ୟ ସଂଗ୍ରହ କରି ଘରେ ଏତଲା ସଂଗ୍ରହ କରିବ ପୋଲିସ। ଏବଂ ଏନେଇ ପୋଲିସ ତୁରନ୍ତ ଘରେ ପହଞ୍ଚି ଅଭିଯୋଗ ପତ୍ର ଗ୍ରହଣ କରିବା ସହ ତଦନ୍ତ ଆରମ୍ଭ କରିବ। ଏହାଦ୍ବାରା ତଦନ୍ତରେ କିଛି ଅବହେଳା କରାଯିବନି। ଭୁବନେଶ୍ଵର ଡିସିପି ଉମାଶଙ୍କର ଦାସ ଏନେଇ ସୂଚନା ଦେଇଛନ୍ତି।

କମିଶନରେଟ ପୋଲିସ ଭୁବନେଶ୍ଵର ଲକଡାଉନ
Share. Facebook Twitter LinkedIn Email WhatsApp Copy Link

Related Posts

କାଠଯୋଡି ସେତୁ ଟେଣ୍ଡର ବିବାଦକୁ ନେଇ ସରକାରଙ୍କୁ ଘେରିଲା କଂଗ୍ରେସ

April 5, 2026

ଚିଲିକାରେ ପଣ୍ତିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ୨୦୨୬, ଯୋଗ ଦେଲେ ଆଇନ ମନ୍ତ୍ରୀ

April 5, 2026

ବାଣପୁର କୋର୍ଟର ଉନ୍ନତି ପାଇଁ ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓକିଲ ସଂଘର ନୂତନ ସଭାପତି

April 5, 2026

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026
Latest News

କାଠଯୋଡି ସେତୁ ଟେଣ୍ଡର ବିବାଦକୁ ନେଇ ସରକାରଙ୍କୁ ଘେରିଲା କଂଗ୍ରେସ

April 5, 2026

ଚିଲିକାରେ ପଣ୍ତିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ୨୦୨୬, ଯୋଗ ଦେଲେ ଆଇନ ମନ୍ତ୍ରୀ

April 5, 2026

ବାଣପୁର କୋର୍ଟର ଉନ୍ନତି ପାଇଁ ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓକିଲ ସଂଘର ନୂତନ ସଭାପତି

April 5, 2026

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.