Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲକଡାଉନ ସମୟରେ ଭୋକିଲାଙ୍କୁ ସହାୟ ହେବେ ବାଲୁଗାଁ ଏସଡିପିଓ: ଜାରି କଲେ ହେଲ୍ପଲାଇନ ନମ୍ବର
ଆଜିର ଖବର

ଲକଡାଉନ ସମୟରେ ଭୋକିଲାଙ୍କୁ ସହାୟ ହେବେ ବାଲୁଗାଁ ଏସଡିପିଓ: ଜାରି କଲେ ହେଲ୍ପଲାଇନ ନମ୍ବର

May 4, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରମ ଅଗ୍ରୱାଲ

ଚିଲିକା: ଆସନ୍ତାକାଲି ଠାରୁ ସାରା ରାଜ୍ୟରେ ୧୪ ଦିନିଆ ଲକଡ଼ାଉନ ହେବାକୁ ଯାଉଛି। ଏହି ଲକଡ଼ାଉନ ସମୟରେ ଅନେକ ଦିନହୀନ ଗରିବ ଲୋକ ଖାଇବାକୁ ନପାଇ ଭୋକିଲା ରହୁଥିବା ଦେଖିବାକୁ ମିଳେ।

କିନ୍ତୁ ଏଭଳି ଲୋକଙ୍କ ମଧ୍ୟରେ ମୁଠାଏ ଦାନା ଯୋଗାଡ଼ କରିବା ପାଇଁ ବାଲୁଗାଁ ଏସଡ଼ିପିଓ ଏକ ନିଆରା ପ୍ରୟାସ ହାତକୁ ନେଇଛନ୍ତି। ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ଏବଂ ବାଲୁଗାଁ ଅଞ୍ଚଳର ଅସହାୟ ଓ ଭୋକିଲା ବ୍ୟକ୍ତିମାନଙ୍କ ପାଇଁ ଦାନା ଯୋଗାଡ଼ କରିବା ନିମନ୍ତେ ଏସଡ଼ିପିଓ ମାନସ ରଞ୍ଜନ ବାରିକ ଏକ ବଡ଼ ପଦକ୍ଷେପ ନେଇଛନ୍ତି।

ଆସନ୍ତା ୫ ରୁ ୧୯ ତାରିଖ ଲକଡ଼ାଉନ ସମୟ ମଧ୍ୟରେ ବାଣପୁର ବାଲୁଗାଁ ଅଞ୍ଚଳରେ କୌଣସି ଅସହାୟ ଓ ଭୋକିଲା ବ୍ୟକ୍ତିଙ୍କ ସଂସ୍ପର୍ଶରେ ଯଦି କେହି ଆସନ୍ତି ତେବେ ତୁରନ୍ତ  ୯୪୩୭୩୪୨୮୫୫ କିମ୍ୱା ୯୦୭୮୯୩୪୯୩୪ ନମ୍ବରରେ ପୋଲିସକୁ ଯୋଗାଯୋଗ କରିବା ଲାଗି ଏସଡ଼ିପିଓ ଶ୍ରୀ ବାରିକ ନିବେଦନ କରିଛନ୍ତି। ଏହାପରେ ଉକ୍ତ ଅସହାୟ ଓ ଭୋକିଲା ବ୍ୟକ୍ତିଙ୍କ ନିକଟରେ ପୋଲିସ ପକ୍ଷରୁ ଦିନକୁ ଦୁଇ ଥର ରନ୍ଧା ଖାଦ୍ୟ ପହଂଚିବ ବୋଲି ସେ ଘୋଷଣା କରିଛନ୍ତି। ଏଭଳି ପଦକ୍ଷେପ ପାଇଁ ଏସଡ଼ିପିଓଙ୍କୁ ସ୍ଥାନୀୟ ଅଞ୍ଚଳରେ  ଭୁୟସୀ ପ୍ରଶଂସା କରିଛନ୍ତି।

ଓପିଏସ ମାନସ ରଞ୍ଜନ ବାରିକ ଚିଲିକା ବାଣପୁର ବାଲୁଗାଁ ବାଲୁଗାଁ ଏସଡ଼ିପିଓ
Share. Facebook Twitter LinkedIn Email WhatsApp Copy Link

Related Posts

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026
Latest News

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026

NEET ପୁନଃପରୀକ୍ଷାରେ ମହାଠକେଇ! ନକଲି ପ୍ରାର୍ଥୀ ସାଜି ପରୀକ୍ଷା ଦେଉଥିଲେ ଡାକ୍ତର ଓ MBBS ଛାତ୍ର, ୯ ଜଣ ଗିରଫ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.