Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲଗାତାର ତୃତୀୟ ଥର ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ହେଲେ ମମତା ବାନାର୍ଜୀ
ଆଜିର ଖବର

ଲଗାତାର ତୃତୀୟ ଥର ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ହେଲେ ମମତା ବାନାର୍ଜୀ

May 5, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କଲିକତା: ବିଧାନସଭା ନିର୍ବାଚନରେ ପ୍ରଚଣ୍ଡ ବିଜୟ ପରେ ଆଜି ମମତା ବାନାର୍ଜୀ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ପଦବୀ ପାଇଁ ଶପଥ ଗ୍ରହଣ କରିଛନ୍ତି। ଯଦ୍ୱାରା ପୁଣିଥରେ ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ମମତା ବାନାର୍ଜୀଙ୍କ ନେତୃତ୍ଵରେ ସରକାର ଗଠନ କରିଛି। ମମତା ଲଗାତାର ତୃତୀୟ ଥର ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ହୋଇଛନ୍ତି। କରୋନା ଗାଇଡଲାଇନ ଅନୁଯାୟୀ ଶପଥ ଗ୍ରହଣ ସମାରୋହକୁ ଛୋଟ କରାଯାଇଥିଲା। ବର୍ତ୍ତମାନ ଏବେ ବିଧାୟକମାନଙ୍କ ଶପଥ ଗ୍ରହଣ ହେବ ନାହିଁ ବୋଲି ଜଣାପଡିଛି।

ତୃତୀୟ ଥର ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶପଥ ଗ୍ରହଣ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜଧାନୀରେ ସିରିଜ ଦୁର୍ଘଟଣା

April 24, 2026

ପେଟିଏମ ପେମେଣ୍ଟସ ବ୍ୟାଙ୍କ ଲାଇସେନ୍ସ ରଦ୍ଦ

April 24, 2026

ଭାଇ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡାଦେଶ

April 24, 2026

ଗଛକୁ ପିଟିଲା ସ୍କୁଟି: ଜଣେ ମୃତ

April 24, 2026
Latest News

ରାଜଧାନୀରେ ସିରିଜ ଦୁର୍ଘଟଣା

April 24, 2026

ପେଟିଏମ ପେମେଣ୍ଟସ ବ୍ୟାଙ୍କ ଲାଇସେନ୍ସ ରଦ୍ଦ

April 24, 2026

ଭାଇ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡାଦେଶ

April 24, 2026

ଗଛକୁ ପିଟିଲା ସ୍କୁଟି: ଜଣେ ମୃତ

April 24, 2026

ବନବିଭାଗ କର୍ମଚାରୀଙ୍କୁ ନିର୍ଧୂମ ପିଟିଲେ

April 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.