Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୦୭୪: ସୁସ୍ଥ ହେଲେ ୫୯୯ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୦୭୪: ସୁସ୍ଥ ହେଲେ ୫୯୯ କରୋନା ଆକ୍ରାନ୍ତ

May 5, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୦୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୦୭୪ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୮ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୯୪୬ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୯ ହଜାର ୩୩୦ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୫୯୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୯ ହଜାର ୬୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୯ ହଜାର ୪୧୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୭୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

କରୋନା ଆକ୍ରାନ୍ତ ଭୁବନେଶ୍ବର ସୁସ୍ଥ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ପାଳିତ

March 16, 2026

ସାଂସଦ ନିଶୁଳ୍କ ସ୍ବାସ୍ଥ୍ୟ ଶିବିରକୁ ଉଦ୍ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ

March 16, 2026

ପୋଲିସ ଡିଜି ଙ୍କ ଉପସ୍ଥିତିରେ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୧୧ ମାଓବାଦୀ

March 16, 2026

ଆଜି ୧୬ ତାରିଖ ସୋମବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

March 16, 2026
Latest News

ମମତା ବାନାର୍ଜୀ ବିଜୟର ହ୍ୟାଟ୍ରିକ୍ ମାରିବେ, ନା ପ୍ରଥମ ଥର ପାଇଁ ପଦ୍ମ ଫୁଟିବ?: ଜାଣନ୍ତୁ ସର୍ଭେ

March 16, 2026

ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ପାଳିତ

March 16, 2026

ସାଂସଦ ନିଶୁଳ୍କ ସ୍ବାସ୍ଥ୍ୟ ଶିବିରକୁ ଉଦ୍ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ

March 16, 2026

ପୋଲିସ ଡିଜି ଙ୍କ ଉପସ୍ଥିତିରେ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୧୧ ମାଓବାଦୀ

March 16, 2026

ଆଜି ୧୬ ତାରିଖ ସୋମବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.