Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀଙ୍କ ବିଦେଶ ଗସ୍ତର ବିମାନ ଖର୍ଚ୍ଚ ୪୪୩ କୋଟି ଟଙ୍କା
ଆଜିର ଖବର

ପ୍ରଧାନମନ୍ତ୍ରୀଙ୍କ ବିଦେଶ ଗସ୍ତର ବିମାନ ଖର୍ଚ୍ଚ ୪୪୩ କୋଟି ଟଙ୍କା

April 8, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
foreign visit of pm modi, total expenditures declared
foreign visit of pm modi, total expenditures declared

ଏୟାର ଇଣ୍ଡିଆ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିମାନ ସେବାର ବିଲ୍‌ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପଠାଇଛି। ଏହି ବିଲ୍‌ ଅନୁଯାୟୀ ବିଗତ ୫ ବର୍ଷ ମଧ୍ୟରେ ନିଜର ୪୪ଟି ବିଦେଶ ଗସ୍ତରେ ସମୁଦାୟ ୪୪୩.୪ କୋଟି ଟଙ୍କା ହୋଇଛି। ପୂର୍ବରୁ ପ୍ରଧାନମନ୍ତ୍ରୀ ରହିଥିବା ମନମୋହନ ସିଂ ନିଜର ଦ୍ବିତୀୟ ଥର ପ୍ରଧାନମନ୍ତ୍ରୀତ୍ବ କାଳରେ  ୩୮ଥର ବିଦେଶ ଗସ୍ତରେ ଯାଇଥିବା ବେଳେ ସମୁଦାୟ ୪୯୩.୨୨ କୋଟି ଟଙ୍କା ଖର୍ଚ୍ଚ ହୋଇଥିଲା। ୨୦୧୪ ମେରୁ ଦାୟିତ୍ବ ଗ୍ରହଣ କରିଥିବା ମୋଦି ଅଧିକ ଦେଶ ଭ୍ରମଣ କରିଥିବା ବେଳେ ବିମାନ ଇନ୍ଧନର ମୂଲ୍ୟ ହ୍ରାସ ଏବଂ ଶସ୍ତା ବିମାନ ଯାତ୍ରା ଯୋଗୁଁ ସରକାରଙ୍କୁ ୫୦ କୋଟି କମ୍‌ ଖର୍ଚ୍ଚ କରିବାକୁ ପଡିଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ପ୍ରଧାନମନ୍ତ୍ରୀଙ୍କ ବାରମ୍ବାର ବିଦେଶ ଗସ୍ତକୁ ନେଇ ବିରୋଧୀ ଦଳ ଏବଂ ସାଧାରଣରେ ସମାଲୋଚନା କରାଯାଉଥିବା ବେଳେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଯୋଗୁଁ ଭାରତକୁ କୂଟନୈତିକ ଏବଂ ରାଜନୈତିକ ଫାଇଦା ମିଳୁଛି ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ମୋଦିଙ୍କ ବିମାନ ଯାତ୍ରାରେ କମ୍‌ ଖର୍ଚ୍ଚ ନେଇ ଏୟାର ଇଣ୍ଡିଆ ପକ୍ଷରୁ କୁହାଯାଇଛି କି ମୋଦି ଏକ ସଙ୍ଗରେ ଏକାଧିକ ଦେଶ ଭ୍ରମଣ କରିଥାନ୍ତି ଯାହାକି କମ୍‌ ଖର୍ଚ୍ଚରେ ହୋଇଥାଏ। ଶ୍ରୀ ସିଂ ଥରକେ ଏକ କିମ୍ବା ଦୁଇ ଦେଶ ଭ୍ରମଣ କରୁଥିବା ବେଳେ ମୋଦି ଗୋଟିଏ ଥରରେ ୬ଟି ପର୍ଯ୍ୟନ୍ତ ଦେଶ ଭ୍ରମଣ କରିଥାନ୍ତି। ୪୪ଟି ମଧ୍ୟରୁ ୧୬ ଟି ଗସ୍ତରେ େମାଦି ଏକାଧିକ ରାଷ୍ଟ୍ର ଭ୍ରମଣ କରିଛନ୍ତି।

( ମୋବାଇଲରେ ଫଟାଫଟ  ଖବର ଜାଣିବା  ପାଇଁ ପ୍ଲେ ଷ୍ଟୋରରୁ ଡାଉନଲୋଡ କରନ୍ତୁ sankhipta, ଏହାପରେ ମୋବାଇଲ ସ୍କ୍ରିନର ତଳୁ ଉପରକୁ ଆଙ୍ଗୁଠିରେ ଘଷି  ଖବର ପରେ ଖବର ପଢି ଚାଲନ୍ତୁ। )

pm thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

“ଦୁଇ ଦିନ ମଧ୍ୟରେ ପର୍ଦ୍ଦାଫାସ କରିବି”: ରାହୁଲଙ୍କୁ ଭେଟି ବିମାନ ଦୁର୍ଘଟଣା ସମ୍ପର୍କରେ କହିଲେ ରୋହିତ ପାୱାର

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026
Latest News

“ଦୁଇ ଦିନ ମଧ୍ୟରେ ପର୍ଦ୍ଦାଫାସ କରିବି”: ରାହୁଲଙ୍କୁ ଭେଟି ବିମାନ ଦୁର୍ଘଟଣା ସମ୍ପର୍କରେ କହିଲେ ରୋହିତ ପାୱାର

March 12, 2026

ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ

March 12, 2026

ବଡ଼ କୂଟନୈତିକ ସଫଳତା!: ଭାରତୀୟ ତୈଳ ଜାହାଜକୁ ଅନୁମତି ଦେଲା ଇରାନ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.