ନୂଆଦିଲ୍ଲୀ: ଚଳିତ ବର୍ଷ ଜୁନ୍ ପହିଲାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବ। ଏନେଇ ଭାରତୀୟ ପାଣିପାଗ କେନ୍ଦ୍ର ଆକଳନ କରିଛି। ମୌସୁମୀ ବାୟୁ ଜୁନ୍ ୧ ତାରିଖରେ କେରଳ ଛୁଇଁବା ନେଇ ଅନୁମାନ କରାଯାଇଛି।
ଜୁନ୍ ପହିଲାରେ କେରଳ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ
Published:
May 6, 2021, 1:20 pm IST