Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ପହଞ୍ଚିଲା ୨ ଲକ୍ଷ କୋଭିସିଲ୍ଡ ଟୀକା ଡୋଜ: ଅପେକ୍ଷାରତ ଲୋକଙ୍କୁ ମିଳିବ ପ୍ରାଥମିକତା
ଆଜିର ଖବର

ଭୁବନେଶ୍ବରରେ ପହଞ୍ଚିଲା ୨ ଲକ୍ଷ କୋଭିସିଲ୍ଡ ଟୀକା ଡୋଜ: ଅପେକ୍ଷାରତ ଲୋକଙ୍କୁ ମିଳିବ ପ୍ରାଥମିକତା

May 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ଭୁବନେଶ୍ଵରରେ ୨ ଲକ୍ଷ କୋଭିସିଲ୍ଡ ଟୀକା ଡୋଜ ପହଞ୍ଚିଛି। ଦ୍ଵିତୀୟ ଡୋଜ ଅପେକ୍ଷାରେ ଥିବା ୪୫ ବର୍ଷର ବର୍ଗର ଲୋକଙ୍କୁ ପ୍ରଥମେ ଏହି ଟୀକା ମିଳିବ।

ଉଲ୍ଲେଖ ଯୋଗ୍ୟ ଯେ, ରାଜ୍ୟରେ ମୋଟ ୪୫ ବର୍ଷରୁ ଉର୍ଦ୍ଧ୍ଵ ବର୍ଗରେ ମୋଟ ୧ କୋଟି ୧୬ ଲକ୍ଷ ଲୋକ ଅଛନ୍ତି। ସେମାନଙ୍କ ମଧ୍ୟରୁ ୪୩ ଲକ୍ଷ ୫୫ ହଜାର ଲୋକ ପ୍ରଥମ ଡୋଜ ନେଇଥିବା ବେଳେ ୨୩ ଲକ୍ଷ ୪୩ ହଜାର ଲୋକ ଦ୍ଵିତୀୟ ଡୋଜ ପାଇଁ ଅପେକ୍ଷାରତ ଅଛନ୍ତି। ଏଯାବତ ୫ ଲକ୍ଷ ୯୬ ହଜାର ଲୋକ ଦ୍ଵିତୀୟ ଡୋଜ ନେଇସାରିଲେଣି। ପାଖାପାଖି ୧୭ ଲକ୍ଷ ଲୋକ ଦ୍ଵିତୀୟ ଡୋଜ ନେବାକୁ ଅପେକ୍ଷାରେ ଅଛନ୍ତି।

କୋଭିସିଲ୍ଡ ଟୀକା ଦ୍ଵିତୀୟ ଡୋଜ ଭୁବନେଶ୍ଵର
Share. Facebook Twitter LinkedIn Email WhatsApp Copy Link

Related Posts

କଣ୍ଟେନର ଧକ୍କାରେ ୨ ମୃତ

June 10, 2026

ଦିଘାସ୍ଥିତ ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୁରୀ ସାଂସଦ

June 10, 2026

ଆପାଚି ହେଲିକପ୍ଟର ଘଟଣା ପରେ ଇରାନ ଉପରେ ଆମେରିକାର ପ୍ରତିଆକ୍ରମଣ

June 10, 2026

ମଦ ଦୋକାନ ଲାଇସେନ୍ସ ପୂର୍ବରୁ ସରକାରଙ୍କୁ ମିଳିଗଲାଣି ୮୪୦ କୋଟି, ପଟିଆ ଅଞ୍ଚଳ ପାଇଁ ସର୍ବାଧିକ ଆବେଦନ

June 10, 2026
Latest News

କଣ୍ଟେନର ଧକ୍କାରେ ୨ ମୃତ

June 10, 2026

ଦିଘାସ୍ଥିତ ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୁରୀ ସାଂସଦ

June 10, 2026

ଆପାଚି ହେଲିକପ୍ଟର ଘଟଣା ପରେ ଇରାନ ଉପରେ ଆମେରିକାର ପ୍ରତିଆକ୍ରମଣ

June 10, 2026

ମଦ ଦୋକାନ ଲାଇସେନ୍ସ ପୂର୍ବରୁ ସରକାରଙ୍କୁ ମିଳିଗଲାଣି ୮୪୦ କୋଟି, ପଟିଆ ଅଞ୍ଚଳ ପାଇଁ ସର୍ବାଧିକ ଆବେଦନ

June 10, 2026

ବିଶ୍ୱର ୩ଟି ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟକୁ ଭାରତରେ କ୍ୟାମ୍ପସ ପ୍ରତିଷ୍ଠା ପାଇଁ ମଞ୍ଜୁରୀ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.