Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶିମିଳିପାଳରେ ବାଇକ୍ ଦୁର୍ଘଟଣା: ଦୁଇ ଗୁରୁତର, ଜଣେ ଆହତ
ଆଜିର ଖବର

ଶିମିଳିପାଳରେ ବାଇକ୍ ଦୁର୍ଘଟଣା: ଦୁଇ ଗୁରୁତର, ଜଣେ ଆହତ

May 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢ଼ାଖୋଲ: ରେଢ଼ାଖୋଲ ଥାନା ଶିମିଳିପାଳରେ ବାଇକ୍ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର ଆହତ ହେବା ସହ ଆଉ ଜଣେ ଆହତ ହୋଇଥିବା ଖବର ହସ୍ତଗତ ହୋଇଛି।

ଆଜି ଅପରାହ୍ନ ପ୍ରାୟ ୨ ଟା ସମୟରେ ରେଢ଼ାଖୋଲରୁ ନାକଚିଦେଉଳକୁ ବାଇକ୍ ରେ ଫେରୁଥିବା ବେଳେ ଶିମଳିପାଳ ଠାରେ ଭାରସାମ୍ୟ ହରାଇ ଲୁହା ବାରିକେଟ୍ ରେ ପିଟି ହୋଇ ତଳେ ପଡ଼ିଯାଇଥିଲେ। ଆହତମାନେ ହେଲେ ନାକଟିଦେଉଳ ଗ୍ରାମର ପପୁ କୁରେଶୀ (୩୭), ଶେହଜାଦ ଅଳ୍ଲି କୁରେଶୀ ( ୩୨) ଗୁରୁତର ଆହତ ଓ କାଦର ହାସନ (୨୫) ସାମାନ୍ୟ ଆହତ ହୋଇଅଛନ୍ତି।

ଘଟଣା ସ୍ଥଳରୁ ସ୍ଥାନୀୟ ଲୋକେ ଉଦ୍ଧାର କରି ରେଢ଼ାଖୋଲ ଡାକ୍ତରଖାନାରେ ଭର୍ତ୍ତି କରି ଥିଲେ। ପପୁ କୁରେଶୀ ଗୁରୁତର ହେବାରୁ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଥିବା ଜଣା ପଡ଼ିଛି।

ଦୁଇ ଗୁରୁତର ବାଇକ୍ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜଧାନୀ ଦିଲ୍ଲୀରେ ଗୁଳିକାଣ୍ଡ : ନାବାଳକ ଆହତ

June 1, 2026

ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ପକ୍ଷରୁ ବିଶ୍ଵ ଦୁଗ୍ଧ ଦିବସ ପାଳିତ

June 1, 2026

ରାଜସ୍ୱ ଆଦାୟ ବଢାଇବାକୁ ସରକାରଙ୍କ କଡା ନିର୍ଦ୍ଦେଶ

June 1, 2026

କବିସୂର୍ଯ୍ୟନଗର ଥାର୍ଡ ଡିଗ୍ରୀ ମାମଲା : ୩ ପୁଲିସ କର୍ମଚାରୀ ନିଲମ୍ବିତ

June 1, 2026
Latest News

ଆଇସିସି ଟେଷ୍ଟ କ୍ରିକେଟର ନିୟମରେ ପରିବର୍ତ୍ତନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 2, 2026

ଯୋଗ୍ୟ ଋଣଗ୍ରହୀତାଙ୍କ ପାଇଁ ଜରୁରୀକାଳୀନ କ୍ରେଡିଟ୍ ଲାଇନ୍ ଗ୍ୟାରେଣ୍ଟି ଯୋଜନା

June 2, 2026

ରାଶିଫଳ: ଆଜି ଜୁନ ୨ ତାରିଖ ମଙ୍ଗଳବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

June 2, 2026

ରାଜଧାନୀ ଦିଲ୍ଲୀରେ ଗୁଳିକାଣ୍ଡ : ନାବାଳକ ଆହତ

June 1, 2026

ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ପକ୍ଷରୁ ବିଶ୍ଵ ଦୁଗ୍ଧ ଦିବସ ପାଳିତ

June 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.