Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇସ୍ତଫା ଦେଲେ ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ: ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ପାଇଁ ଆରମ୍ଭ ହେଲା କଳ୍ପନା ଜଳ୍ପନା
ଆଜିର ଖବର

ଇସ୍ତଫା ଦେଲେ ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ: ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ପାଇଁ ଆରମ୍ଭ ହେଲା କଳ୍ପନା ଜଳ୍ପନା

May 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆସାମରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀକୁ ନେଇ କଳ୍ପନାଜଳ୍ପନା ଜାରି ରହିଛି। ଆସାମରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ, ତାହା ନେଇ ଗତକାଲି ନୂଆଦିଲ୍ଲୀରେ ଆଲୋଚନା ଚାଲିଥିଲା। ତେବେ ଆଜି ମୁଖ୍ୟମନ୍ତ୍ରୀ ସର୍ବନନ୍ଦ ସୋନୱାଲ ଆସାମ ରାଜ୍ୟପାଳ ଜଗଦୀଶ ମୁଖୀଙ୍କୁ ଭେଟି ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି।

ସେପଟେ ଆଜି ଆସାମର ବିଜେପି ବିଧାୟକ ଦଳର ବୈଠକ ବସୁଛି। ଏହି ବୈଠକରେ ବିଧାୟକ ଦଳ ନେତା ତଥା ଆଗାମୀ ମୁଖ୍ୟମନ୍ତ୍ରୀ ଚୟନ ହେବ ବୋଲି ଅନୁମାନ କରାଯାଉଛି। ଏହି ବୈଠକରେ ଆସାମ ରାଜ୍ୟ ପ୍ରଭାରି ବୈଜୟନ୍ତ ପଣ୍ଡା ଏବଂ ବରିଷ୍ଠ ବିଜେପି ନେତା ବିଏଲ ସନ୍ତୋଷ ଉପସ୍ଥିତ ରହିବେ।

ଉଲ୍ଲେଖ ଯୋଗ୍ୟ ଯେ, ହେମନ୍ତ ବିଶ୍ଵଶର୍ମା ଆସାମର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଦୌଡରେ ଆଗରେ ଅଛନ୍ତି ବୋଲି କୁହାଯାଉଛି।

ଆସାମ ଇସ୍ତଫା ପତ୍ର କଳ୍ପନା ଜଳ୍ପନା ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ମଣିଶଙ୍କର ଆୟାରଙ୍କ ଉପରେ ବର୍ଷିଲେ ଉଦିତ ରାଜ: ଟିଏମସିରେ ଯୋଗଦେବା ପାଇଁ ଦେଲେ ପରାମର୍ଶ

February 23, 2026

ଦିଲ୍ଲୀର ଆର୍ମି ପବ୍ଲିକ୍ ସ୍କୁଲ୍ ଏବଂ ଏୟାର ଫୋର୍ସ ସ୍କୁଲ୍ କୁ ବୋମା ଧମକ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

February 23, 2026

“ଗାନ୍ଧୀ ଜୀ ଭାରତର ନୁହଁନ୍ତି, ବରଂ ପାକିସ୍ତାନର…”: ବିଜେପି ବିଧାୟକଙ୍କ ବିବାଦୀୟ ବିବୃତ୍ତି

February 23, 2026

ଆଜି ମଧ୍ୟ ବଢିଲା ସୁନା ମୂଲ୍ୟ: ୩ ଲକ୍ଷରେ ପହଞ୍ଚିଲା ରୂପା

February 23, 2026
Latest News

ମଣିଶଙ୍କର ଆୟାରଙ୍କ ଉପରେ ବର୍ଷିଲେ ଉଦିତ ରାଜ: ଟିଏମସିରେ ଯୋଗଦେବା ପାଇଁ ଦେଲେ ପରାମର୍ଶ

February 23, 2026

ଦିଲ୍ଲୀର ଆର୍ମି ପବ୍ଲିକ୍ ସ୍କୁଲ୍ ଏବଂ ଏୟାର ଫୋର୍ସ ସ୍କୁଲ୍ କୁ ବୋମା ଧମକ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

February 23, 2026

“ଗାନ୍ଧୀ ଜୀ ଭାରତର ନୁହଁନ୍ତି, ବରଂ ପାକିସ୍ତାନର…”: ବିଜେପି ବିଧାୟକଙ୍କ ବିବାଦୀୟ ବିବୃତ୍ତି

February 23, 2026

ଆଜି ମଧ୍ୟ ବଢିଲା ସୁନା ମୂଲ୍ୟ: ୩ ଲକ୍ଷରେ ପହଞ୍ଚିଲା ରୂପା

February 23, 2026

ଭାରତର ଭାଙ୍ଗିଲା ଟି-୨୦ ବିଶ୍ୱକପ୍ ରେକର୍ଡ: ଏବେ ସେମିଫାଇନାଲ୍ ପାଇଁ ଜାଣନ୍ତୁ ସମୀକରଣ?

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.