Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବୁଲା ଗାଈ କୁକୁରଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଷାଠିଏ ଲକ୍ଷ ଟଙ୍କା ସହାୟତା
ଆଜିର ଖବର

ବୁଲା ଗାଈ କୁକୁରଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଷାଠିଏ ଲକ୍ଷ ଟଙ୍କା ସହାୟତା

May 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।

ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ମହାନଗର ନିଗମ ୪୮ ଟି ମ୍ୟୁନିସପାଲଟି ଓ ୬୧ ଟିଏନ୍ଏ ସି ମାନଙ୍କୁ ଷାଠିଏ ଲଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ।

ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା, କଟକ, ସମ୍ବଲପୁର, ରାଉରକେଲା ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା, ମ୍ୟୁନିସପାଲଟିରେ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନ ଏ ସି ରେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ।

କୁକୁର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ଲକ୍‌ ଡାଉନ୍‌
Share. Facebook Twitter LinkedIn Email WhatsApp Copy Link

Related Posts

FCRA ସହ ଜଡିତ ମାମଲା: ଦୁଇ ଗୃହ ମନ୍ତ୍ରଣାଳୟ ଅଧିକାରୀଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ 

September 29, 2026

ଇଣ୍ଡିଆ ମେଣ୍ଟ ବୈଠକ ପାଇଁ ବଡ଼ ନିଷ୍ପତ୍ତି ନେଲେ ଡିଏମକେ-ଆପ: ଯୋଗ ଦେବେ ନାହିଁ ଅଖିଳେଶ

September 29, 2026

Nalco Dividend: ନାଲକୋ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ୧,୦୮୩ କୋଟି ଟଙ୍କାର ଲାଭାଂଶ ପ୍ରଦାନ

September 29, 2026

ଆମେରିକାର ‘ମୋଷ୍ଟ ୱାଣ୍ଟେଡ୍’ ତାଲିକାରେ ଗୋଲ୍ଡୀ ବ୍ରାର: ୧୦ ଲକ୍ଷ ଡଲାର ପୁରସ୍କାର ଘୋଷଣା କଲା FBI

September 29, 2026
Latest News

FCRA ସହ ଜଡିତ ମାମଲା: ଦୁଇ ଗୃହ ମନ୍ତ୍ରଣାଳୟ ଅଧିକାରୀଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ 

September 29, 2026

ଇଣ୍ଡିଆ ମେଣ୍ଟ ବୈଠକ ପାଇଁ ବଡ଼ ନିଷ୍ପତ୍ତି ନେଲେ ଡିଏମକେ-ଆପ: ଯୋଗ ଦେବେ ନାହିଁ ଅଖିଳେଶ

September 29, 2026

Nalco Dividend: ନାଲକୋ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ୧,୦୮୩ କୋଟି ଟଙ୍କାର ଲାଭାଂଶ ପ୍ରଦାନ

September 29, 2026

ଆମେରିକାର ‘ମୋଷ୍ଟ ୱାଣ୍ଟେଡ୍’ ତାଲିକାରେ ଗୋଲ୍ଡୀ ବ୍ରାର: ୧୦ ଲକ୍ଷ ଡଲାର ପୁରସ୍କାର ଘୋଷଣା କଲା FBI

September 29, 2026

ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ହସ୍ତକ୍ଷେପ: ଓଡ଼ିଶା ସରକାରଙ୍କୁ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

September 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.