Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପରଲୋକରେ ବିଶିଷ୍ଟ ସ୍ଥପତି ତଥା ସାଂସଦ ରଘୁନାଥ ମହାପାତ୍ର: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ପରଲୋକରେ ବିଶିଷ୍ଟ ସ୍ଥପତି ତଥା ସାଂସଦ ରଘୁନାଥ ମହାପାତ୍ର: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

May 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ବିଶିଷ୍ଟ ସ୍ଥପତି ତଥା ସାଂସଦ ରଘୁନାଥ ମହାପାତ୍ରଙ୍କ ପରଲୋକ ହୋଇଯାଇଛି। କୋଭିଡ଼ରେ ଆକ୍ରାନ୍ତ ହୋଇ ସେ ଗତ ୨୨ ତାରିଖରୁ ଭୁବନେଶ୍ବର ଏମ୍ସରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ଆଜି ଅପରାହ୍ନ ୩ ଟା ୪୯ ମିନିଟରେ ୭୮ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଯାଇଛି। ଏନେଇ ଏମ୍ସ ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି। ୧୯୪୩ ମାର୍ଚ୍ଚ ୨୩ ତାରିଖରେ ରଘୁନାଥ ମହାପାତ୍ରଙ୍କ ଜନ୍ମଦିନ ଗ୍ରହଣ ହୋଇଥିଲା। ୨୦୧୩ ମସିହାରେ ରଘୁନାଥ ପଦ୍ମଭୂଷଣରେ ସମ୍ମାନିତ ହୋଇଥିଲେ।

ରଘୁନାଥ ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଏମ୍ସ ପରଲୋକ ରଘୁନାଥ ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ନିଯୁକ୍ତି ପରବର୍ତ୍ତୀ ପ୍ରଶିକ୍ଷଣ ପରେ ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ୬ ମହିଳା ଆଇଏଏସ୍ ଅଧିକାରୀ

March 18, 2026

ଶିଳ୍ପମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ କୋଲକାତାସ୍ଥିତ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 18, 2026

ସୁଲଭ ଦରରେ ଅତି ଗରିବ ଲୋକଙ୍କ ସେବା ପାଇଁ ସରକାର ସଂକଳ୍ପବଦ୍ଧ: ରେଳ ମନ୍ତ୍ରୀ

March 18, 2026

କୃଷକଙ୍କ ଆୟ ଓ ନିରାପତ୍ତା ଉଭୟର ଗ୍ୟାରେଣ୍ଟି: ଲୋକସଭାରେ କେନ୍ଦ୍ର କୃଷିମନ୍ତ୍ରୀ

March 18, 2026
Latest News

ନିଯୁକ୍ତି ପରବର୍ତ୍ତୀ ପ୍ରଶିକ୍ଷଣ ପରେ ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ୬ ମହିଳା ଆଇଏଏସ୍ ଅଧିକାରୀ

March 18, 2026

ଶିଳ୍ପମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ କୋଲକାତାସ୍ଥିତ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 18, 2026

ସୁଲଭ ଦରରେ ଅତି ଗରିବ ଲୋକଙ୍କ ସେବା ପାଇଁ ସରକାର ସଂକଳ୍ପବଦ୍ଧ: ରେଳ ମନ୍ତ୍ରୀ

March 18, 2026

କୃଷକଙ୍କ ଆୟ ଓ ନିରାପତ୍ତା ଉଭୟର ଗ୍ୟାରେଣ୍ଟି: ଲୋକସଭାରେ କେନ୍ଦ୍ର କୃଷିମନ୍ତ୍ରୀ

March 18, 2026

୧୨,୦୦୦ ରୁ ଅଧିକ ଚଢାଉ: ୧୫,୦୦୦ ରୁ ଅଧିକ ଏଲପିଜି ସିଲିଣ୍ଡର ଜବତ

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.