Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮ ହଜାର ୫୪୧ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ ୧ ହଜାର ୩୮୩
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮ ହଜାର ୫୪୧ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ ୧ ହଜାର ୩୮୩

May 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮ ହଜାର ୫୪୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୩୮୩, ସୁନ୍ଦରଗଡରୁ ୭୪୫, କଟକରୁ ୫୮୦, ପୁରୀରୁ ୫୩୦, ଝାରସୁଗୁଡାରୁ ୪୩୯, ବରଗଡରୁ ୪୩୮, ସମ୍ବଲପୁରରୁ ୪୧୪, ନବରଙ୍ଗପୁରରୁ ୩୯୯,  ଅନୁଗୁଳରୁ ୩୪୮, ଯାଜପୁରରୁ ୩୩୪, ନୂଆପଡାରୁ ୨୬୬, ମୟୂରଭଞ୍ଜରୁ ୨୪୭, ଗଞ୍ଜାମରୁ ୨୨୬, କଳାହାଣ୍ଡିରୁ ୧୯୩, ନୟାଗଡରୁ ୧୮୯, କେନ୍ଦୁଝରରୁ ୧୬୧, ବଲାଙ୍ଗୀରିରୁ ୧୫୯ , ରାୟଗଡାରୁ ୧୫୬, ବାଲେଶ୍ବରରୁ ୧୫୪, ଜଗତସିଂହପୁରରୁ ୧୩୦, ଗଜପତିରୁ ୧୨୦,ସୋନପୁରରୁ ୧୦୩, ଦେବଗଡରୁ ୯୭, ଭଦ୍ରକରୁ ୯୦, କୋରାପୁଟରୁ ୮୮, ବୌଦ୍ଧରୁ ୭୨, କେନ୍ଦ୍ରାପଡାରୁ ୭୦, କନ୍ଧମାଳରୁ ୫୧, ମାଲକାନାଗିରିରୁ ୫୧, ଢେଙ୍କାନାଳରୁ ୩୨ ଏବଂ ଷ୍ଟେଟ ପୁଲରୁ ୨୭୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୪ ଲକ୍ଷ ୪୭ ହଜାର ୮୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୩୪ ହଜାର ୮୪୨ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୪ ହଜାର ୭୪୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୧୮୦ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ଖୋର୍ଦ୍ଧା ସୁସ୍ଥ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026
Latest News

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026

ଷ୍ଟ୍ରୋକ୍ ସଚେତନତା ଅଭିଯାନ – ଆଇଏଫଆଇ ଫାଉଣ୍ଡେସନକୁ ଅନ୍ତର୍ଜାତୀୟ ସମ୍ମାନ

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.