
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୨୯ ହଜାର ୯୪୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩ ହଜାର ୮୭୬ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୨୯ ଲକ୍ଷ ୯୨ ହଜାର ୫୧୭ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୪୯ ହଜାର ୯୯୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୯୦ ଲକ୍ଷ ୨୭ ହଜାର ୩୦୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩୭ ଲକ୍ଷ ୧୫ ହଜାର ୨୨୧ ଆକ୍ଟିଭ୍ କେସ୍ ରହିଛି।
Tags: ଆକ୍ରାନ୍ତ ଚିହ୍ନଟ, କରୋନା ଅପଡେଟ୍