Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜମ୍ମୁ-କାଶ୍ମୀର: ଭାରତୀୟ ଯବାନଙ୍କ ଗୁଳିରେ ଟଳିଲେ ତିନି ଲସ୍କର ଆତଙ୍କବାଦୀ
ଆଜିର ଖବର

ଜମ୍ମୁ-କାଶ୍ମୀର: ଭାରତୀୟ ଯବାନଙ୍କ ଗୁଳିରେ ଟଳିଲେ ତିନି ଲସ୍କର ଆତଙ୍କବାଦୀ

May 11, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶ୍ରୀନଗର: ଜମ୍ମୁ-କାଶ୍ମୀରର ଅନନ୍ତନାଗରେ ଭାରତୀୟ ଯବାନଙ୍କ ଗୁଳିରେ ଲସ୍କର-ଏ-ତୋଏବାର ୩ ଜଣ ଆତଙ୍କବାଦୀ ପ୍ରାଣ ହରାଇଛନ୍ତି। ଅନନ୍ତନାଗ ଜିଲ୍ଲାର ବାଇଲୋ ଅଞ୍ଚଳରେ ତିନି ଜଣ ଆତଙ୍କବାଦୀ ଲୁଚି ରହହିଥିବା ଖବର ପାଇ ଭାରତୀୟ ଯବାନମାନେ ଚତୁଃପାର୍ଶ୍ୱକୁ ଘେରିଯାଇଥିଲେ। ଭାରତୀୟ ଯବାନ, ସିଆରପିଏଫ ଏବଂ ପୋଲିସ ଦ୍ଵାରା ତଦନ୍ତ ଅଭିଯାନ ଆରମ୍ଭ ହୋଇଥିଲା।

ଯେମିତି ସେଓର ଏକ ବଗିଚାରେ ଲୁଚିଥିବା ଆତଙ୍କବାଦୀମାନଙ୍କୁ ସୁରକ୍ଷା ବଳ ଘେରିଗଲେ, ତତକ୍ଷଣାତ ସେନାଙ୍କ ଉପରକୁ ସେମାନେ ଗୁଳି ବର୍ଷିଥିଲେ। ତଥାପି ସୁରକ୍ଷା ବଳ ସେମାନଙ୍କୁ ଆତ୍ମସମର୍ପଣ ପାଇଁ ସୁଯୋଗ ଦେଇଥିଲେ। ହେଲେ ସେମାନେ ଆକ୍ରମଣ ଜାରି ରଖିଥିଲେ।

ଫଳରେ ଭାରତୀୟ ଯବାନମାନେ ପାଲଟା ଆକ୍ରମଣ କରି ତିନି ଜଣ ଆତଙ୍କବଦୀଙ୍କୁ ସଫା କରିଦେଇଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ମୃତ ଆତଙ୍କୀଙ୍କ ପରିଚୟ ମିଳିପାରିନାହିଁ। ତେବେ ଏହା ପୂର୍ବରୁ ମେ’ ୬ ତାରିଖରେ ନିକଟସ୍ଥ ଶୋପିୟା ଜିଲ୍ଲାରେ ମଧ୍ୟ ତିନି ଜଣ ଆତଙ୍କବାଦୀଙ୍କୁ ମାରିବାରେ ଭାରତୀୟ ଯବନମାନେ ସକ୍ଷମ ହୋଇଥିଲେ।

ଅନନ୍ତନାଗ ଜମ୍ମୁ କାଶ୍ମୀର ଭାରତୀୟ ଯବାନ ଲସ୍କର-ଏ-ତୋଏବା
Share. Facebook Twitter LinkedIn Email WhatsApp Copy Link

Related Posts

“କୌଣସି ବର୍ଗକୁ ଅପମାନ କରିବା ଭୁଲ”: “ଘୁଷଖୋର ପଣ୍ଡିତ” ର ନିର୍ମାତାଙ୍କୁ କଡ଼ା ଭର୍ତ୍ସନା କଲେ ସୁପ୍ରିମକୋର୍ଟ

February 12, 2026

ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟତା ସମାପ୍ତ ହେବ କି?: ଲୋକସଭାରେ ପ୍ରସ୍ତାବ ଦେଲେ ବିଜେପି ସାଂସଦ 

February 12, 2026

କଂଗ୍ରେସ ସାଂସଦ ପାପୁ ଯାଦବଙ୍କ ହାଜର ହେବ ପୂର୍ବରୁ ପାଟନା ସିଭିଲ୍ କୋର୍ଟକୁ ପୁଣି ଥରେ ବୋମା ଧମକ

February 12, 2026

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧମକ, ବାଚସ୍ପତିଙ୍କୁ ଦୁର୍ବ୍ୟବହାର’: ବିରୋଧୀଙ୍କ ହଟ୍ଟଗୋଳର ଭିଡିଓ ଜାରି କଲେ ରିଜିଜୁ

February 12, 2026
Latest News

“କୌଣସି ବର୍ଗକୁ ଅପମାନ କରିବା ଭୁଲ”: “ଘୁଷଖୋର ପଣ୍ଡିତ” ର ନିର୍ମାତାଙ୍କୁ କଡ଼ା ଭର୍ତ୍ସନା କଲେ ସୁପ୍ରିମକୋର୍ଟ

February 12, 2026

ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟତା ସମାପ୍ତ ହେବ କି?: ଲୋକସଭାରେ ପ୍ରସ୍ତାବ ଦେଲେ ବିଜେପି ସାଂସଦ 

February 12, 2026

କଂଗ୍ରେସ ସାଂସଦ ପାପୁ ଯାଦବଙ୍କ ହାଜର ହେବ ପୂର୍ବରୁ ପାଟନା ସିଭିଲ୍ କୋର୍ଟକୁ ପୁଣି ଥରେ ବୋମା ଧମକ

February 12, 2026

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧମକ, ବାଚସ୍ପତିଙ୍କୁ ଦୁର୍ବ୍ୟବହାର’: ବିରୋଧୀଙ୍କ ହଟ୍ଟଗୋଳର ଭିଡିଓ ଜାରି କଲେ ରିଜିଜୁ

February 12, 2026

ଲାଲକିଲ୍ଲା ବିସ୍ଫୋରଣରେ ଜୈଶ-ଏ-ମହମ୍ମଦର ହାତ: UNSC ରିପୋର୍ଟକୁ ପାକିସ୍ତାନର ଆପତ୍ତି

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.