Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିମାନ ସେବା ପ୍ରଦାନକାରୀ ସଂସ୍ଥା ଜେଟ୍‌ ଏୟାରୱେଜ୍‌ ନିଜର ୨୩ ହଜାର କର୍ମଚାରୀ ଛଟେଇ କରିବ!
ଆଜିର ଖବର

ବିମାନ ସେବା ପ୍ରଦାନକାରୀ ସଂସ୍ଥା ଜେଟ୍‌ ଏୟାରୱେଜ୍‌ ନିଜର ୨୩ ହଜାର କର୍ମଚାରୀ ଛଟେଇ କରିବ!

April 8, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
JET AIRWAYS
JET AIRWAYS

ଋଣଭାରରେ ବୁଡି ରହିଥିବା ବିମାନ ସେବା ପ୍ରଦାନକାରୀ ସଂସ୍ଥା ଜେଟ୍‌ ଏୟାରୱେଜ୍‌ ନିଜର ୨୩ ହଜାର କର୍ମଚାରୀ ଛଟେଇ କରିବାର ସମ୍ଭାବନା ଦେଇଛି। ପାଖାପାଖି ୧୦୦ କୋଟି ଡଲାର ଅର୍ଥରାଶି ବିଭିନ୍ନ ରାଷ୍ଟ୍ରାୟତ୍ତ ବ୍ୟାଙ୍କଠାରୁ ଋଣ କରି ଥିବାବେଳେ ବର୍ତ୍ତମାନ ପ୍ରାୟ ୮୫୦୦କୋଟି ଟଙ୍କା ଆବଶ୍ୟକ ପଡୁଛି। ଏଭଳି ସ୍ଥିତିରେ ଋଣଦାତାମାନେ ଋଣ ଅସୁଲ ପାଇଁ ସଂସ୍ଥାର ୭୫ ପ୍ରତିଶତ ଅଂଶଧନ ବିକ୍ରି କରିବାକୁ ଯୋଜନା କରିଛନ୍ତି। ଋଣଦାତାଙ୍କ ପକ୍ଷରୁ ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଛି। ଯଦି କମ୍ପାନୀର ଅଂଶଧନ ବିକ୍ରୟ ହୁଏ ତେବେ ପ୍ରାୟ ୨୩ ହଜାର କର୍ମଚାରୀ ନିଜର ଜୀବୀକା ହରାଇବାର ସମ୍ଭାବନା ଦେଖାଦେଇଛି। ସଂସ୍ଥାକୁ ଅଧିକ ଋଣ ଦେଇଥିବା ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ସୋମବାର ଏକ ବିବୃତିରେ ଏ ସମ୍ପର୍କରେ ଘୋଷଣା କରିଛି। ନିଲାମ ପାଇଁ ଆଗ୍ରହୀ ବ୍ୟକ୍ତି ବା ସଂସ୍ଥା ଆସନ୍ତା ୧୦ ତାରିଖ ସୁଦ୍ଧା ନିଲାମ ସମ୍ପର୍କିତ କାଗଜପତ୍ର ଦାଖଲ କରିବାକୁ କୁହାଯାଇଛି। ଇଚ୍ଛୁକ ନିଲାମଧାରୀଙ୍କର ୧ହଜାର କୋଟି ଟଙ୍କାର ସମ୍ପତ୍ତି ରହିଥିବ କିମ୍ବା ବିମାନ ଚଳାଚଳ  ବ୍ୟବସାୟରେ ଅତି କମରେ ୩ ବର୍ଷର ଅଭିଜ୍ଞତା ରହିଥିବ ବୋଲି ଦର୍ଶାଯାଇଛି। ଏକଦା ଜେଟ୍‌ ଏୟାରୱେଜ୍‌ ଭାରତର ଦ୍ବିତୀୟ ବୃହତ୍ତ ବିମାନସେବା ପ୍ରଦାନକାରୀ ସଂସ୍ଥା  ଥିବା ଏୟାରଓ୍ବେଜ୍‌ର ବିମାନ ସଂଖ୍ୟା ୧୨୬ରୁ ୨୬ କୁ ଖସିଆସିଥିବାବେଳେ ଏହାର ପ୍ରତିଷ୍ଠାତା ନରେଶ ଗୋୟଲ ମଧ୍ୟ ସଂସ୍ଥା ଉପରୁ ନିଜର କ୍ଷମତା ହସ୍ତାନ୍ତର କରିଛନ୍ତି।

( ମୋବାଇଲରେ ଫଟାଫଟ  ଖବର ଜାଣିବା  ପାଇଁ ପ୍ଲେ ଷ୍ଟୋରରୁ ଡାଉନଲୋଡ କରନ୍ତୁ sankhipta, ଏହାପରେ ମୋବାଇଲ ସ୍କ୍ରିନର ତଳୁ ଉପରକୁ ଆଙ୍ଗୁଠିରେ ଘଷି  ଖବର ପରେ ଖବର ପଢି ଚାଲନ୍ତୁ। )

 

jetairways job removed thesamikhsya workers
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026

ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଉଦଯାପିତ

March 13, 2026
Latest News

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026

ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଉଦଯାପିତ

March 13, 2026

ଓଡିଶାର ଗ୍ରାମାଞ୍ଚଳରେ ମୋବାଇଲ୍ ସଂଯୋଗକୁ ସୁଦୃଢ଼ ​​କରିବା ପାଇଁ ୨୨୨୯ କୋଟିର ଆବଣ୍ଟନ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.