Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୧୦ ହଜାର ୯୮୨ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୧୦ ହଜାର ୯୮୨ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

May 12, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୧୦ ହଜାର ୯୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୬୧୪୯ ଜଣ ଚିହ୍ନଟ ହୋଇଥିବା ବେଳେ ୪୮୩୩ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୬୫ ହଜାର ୬୪୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୪ ଲକ୍ଷ ୬୫ ହଜାର ୧୩୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯୮ ହଜାର ୨୩୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୨୧୪ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୧୦ ହଜାର ୯୮୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୫୩୯ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୯୬୪ ଜଣ, ଅନୁଗୁଳ ଜିଲ୍ଲାରୁ ୫୩୯ ଜଣ, ବାଲେଶ୍ଵର ଜିଲ୍ଲାରୁ ୩୦୩ ଜଣ, ବରଗଡ ଜିଲ୍ଲାରୁ ୪୩୧ ଜଣ, ଭଦ୍ରକ ଜିଲ୍ଲାରୁ ୨୩୧ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୪୨୬ ଜଣ, ବୌଦ୍ଧ ଜିଲ୍ଲାରୁ ୧୮୦ ଜଣ, କଟକ ଜିଲ୍ଲାରୁ ୮୮୫ ଜଣ, ଦେବଗଡ ଜିଲ୍ଲାରୁ ୧୨୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୮୯ ଜଣ, ଗଜପତି ଜିଲ୍ଲାରୁ ୧୧୧ ଜଣ, ଗଞ୍ଜାମ ଜିଲ୍ଲାରୁ ୧୭୭ ଜଣ, ଜଗତସିଂହପୁର ଜିଲ୍ଲାରୁ ୨୩୨ ଜଣ, ଯାଜପୁର ଜିଲ୍ଲାରୁ ୩୪୯ ଜଣ, ଝାରସୁଗୁଡା ଜିଲ୍ଲାରୁ ୩୮୦ ଜଣ, କଳାହାଣ୍ଡିରୁ ୩୭୦ ଜଣ, କନ୍ଧମାଳ ଜିଲ୍ଲାରୁ ୧୩୪ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୪୧ ଜଣ, କେନ୍ଦୁଝର ଜିଲ୍ଲାରୁ ୨୫୩ ଜଣ, କୋରାପୁଟ ଜିଲ୍ଲାରୁ ୧୯୫ ଜଣ, ମାଲକାନାଗିରି ଜିଲ୍ଲାରୁ ୭୧ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୨୩୯ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୩୫ ଜଣ, ନୟାଗଡ ଜିଲ୍ଲାରୁ ୧୯୨ ଜଣ, ନୂଆପଡା ଜିଲ୍ଲାରୁ ୩୭୮ ଜଣ, ପୁରୀ ଜିଲ୍ଲାରୁ ୩୯୮ ଜଣ, ରାୟଗଡା ଜିଲ୍ଲାରୁ ୨୧୨ ଜଣ, ସମ୍ବଲପୁର ଜିଲ୍ଲାରୁ ୪୫୪ ଜଣ, ସୋନପୁର ଜିଲ୍ଲାରୁ ୨୧୫ ଜଣ ଏବଂ ଷ୍ଟେଟ ପୁଲରୁ ୩୩୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

କରୋନା ଆକ୍ରାନ୍ତ ସଂକ୍ରମିତ ସୂଚନା ଓ ଲୋକ ସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଅମରାବତୀ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ: ୩ ନବଜାତ ଶିଶୁ ମୃତ, ୬ ଗୁରୁତର

August 24, 2026

ବାରାଣସୀ ଠାରେ ଆୟୋଜିତ ‘ଓଡ଼ିଶା ପରବ’ କାର୍ଯ୍ୟକ୍ରମରେ ସାମିଲ୍ ହେଲେ ପ୍ରଭାତୀ ପରିଡା

August 24, 2026

ଦେଶବ୍ୟାପୀ ଏଆଇ ଏବଂ କ୍ଲାଉଡ୍ ତାଲିମ ଅଭିଯାନ ଆରମ୍ଭ

August 24, 2026

ରାଜରାସ୍ତାରେ ନ୍ୟାୟ ମାଗୁଛି ଶିକ୍ଷକ ସମାଜ, ନିରବଦ୍ରଷ୍ଟା ସାଜିଛି ସରକାର: ସମନ୍ୱୟ ସମିତି

August 24, 2026
Latest News

ଅମରାବତୀ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ: ୩ ନବଜାତ ଶିଶୁ ମୃତ, ୬ ଗୁରୁତର

August 24, 2026

କାହାକୁ ଅଧିକ କାମୁଡ଼େ ମଶା? ଜାଣନ୍ତୁ ଏହା ପଛର ବୈଜ୍ଞାନିକ କାରଣ

August 24, 2026

ବାରାଣସୀ ଠାରେ ଆୟୋଜିତ ‘ଓଡ଼ିଶା ପରବ’ କାର୍ଯ୍ୟକ୍ରମରେ ସାମିଲ୍ ହେଲେ ପ୍ରଭାତୀ ପରିଡା

August 24, 2026

ଦେଶବ୍ୟାପୀ ଏଆଇ ଏବଂ କ୍ଲାଉଡ୍ ତାଲିମ ଅଭିଯାନ ଆରମ୍ଭ

August 24, 2026

ମହାକାଶ ଷ୍ଟାର୍ଟଅପ୍‌ ସିଇଓମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.