Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଗତସିଂହପୁର ମୁଖ୍ୟ ଚିକିତ୍ସାଳୟରେ ବେଡ୍ ସଂଖ୍ୟା ୩୦୦କୁ ବୃଦ୍ଧି: ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଜିଲ୍ଲାବାସୀ
ଆଜିର ଖବର

ଜଗତସିଂହପୁର ମୁଖ୍ୟ ଚିକିତ୍ସାଳୟରେ ବେଡ୍ ସଂଖ୍ୟା ୩୦୦କୁ ବୃଦ୍ଧି: ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଜିଲ୍ଲାବାସୀ

May 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର: ରାଜ୍ୟ ସରକାରଙ୍କ ତରଫରୁ ଜଗତସିଂହପୁର ମୁଖ୍ୟ ଚିକିତ୍ସାଳୟରେ ବେଡ୍ ସଂଖ୍ୟା ୩୦୦କୁ ବୃଦ୍ଧି କରାଯାଇଛି। ଏହି ଚିକିତ୍ସାଳୟରେ ପ୍ରଥମରୁ ୧୨୬ଟି ବେଡ୍ ରହିଥିବା ବେଳେ ବର୍ତ୍ତମାନ ଏହାକୁ ୩୦୦କୁ ବୃଦ୍ଧି କରାଯାଇଛି। ଏଥିସହିତ ଚିକିତ୍ସାଳୟର ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥାର ଉନ୍ନତି କରାଯିବ ବୋଲି ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ସୂଚନା ପ୍ରଦାନ କରିଛନ୍ତି।

କିଛିଦିନ ପୂର୍ବରୁ ରାଜ୍ୟ ସରକାରଙ୍କ ତରଫରୁ ଜଗତସିଂହପୁରରେ (ଏମ୍.ସି.ଏଚ୍) ୧୦୦ ବେଡ୍ ହସପିଟାଲର ମଧ୍ୟ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିବା ବେଳେ ଏହାର କାର୍ଯ୍ୟ ଆଗେଇ ଚାଲିଛି। ଏନେଇ ଜିଲ୍ଲାବାସୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ଜିଲ୍ଲାପାଳ ଧନ୍ୟବାଦ ଜ୍ଞାପନ କରିଛନ୍ତି।

ଜଗତସିଂହପୁର ମୁଖ୍ୟ ଚିକିତ୍ସାଳୟ ମୁଖ୍ୟମନ୍ତ୍ରୀ ନବୀନ ରାଜ୍ୟ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026
Latest News

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.