Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଭିଡ କେୟାର ସେଣ୍ଟରରେ ଅଗ୍ନିକାଣ୍ଡ: ୬୧ ଜଣ ରୋଗୀଙ୍କୁ କରାଗଲା ସ୍ଥାନାନ୍ତର
ଆଜିର ଖବର

କୋଭିଡ କେୟାର ସେଣ୍ଟରରେ ଅଗ୍ନିକାଣ୍ଡ: ୬୧ ଜଣ ରୋଗୀଙ୍କୁ କରାଗଲା ସ୍ଥାନାନ୍ତର

May 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
Fire
ଜାକର୍ତ୍ତାରେ ବଡ଼ ଧରଣର ଅଗ୍ନିକାଣ୍ଡ!: ୭ ମହଲା କୋଠାରେ ନିଆଁ, ଏପର୍ଯ୍ୟନ୍ତ ୨୦ ମୃତ

ନୂଆଦିଲ୍ଲୀ: ଗୁଜୁରାଟ ଭାବନଗରର ଏକ ହୋଟେଲକୁ କୋଭିଡ କେୟାର ସେଣ୍ଟର ଭାବେ ବ୍ୟବହାର କରାଯାଉଥିଲା। ହେଲେ ଆଜି ସେଠାରେ ଅଚାନକ ଅଗ୍ନିକାଣ୍ଡ ଘଟିଯାଇଛି। ସେହି କେୟାର ସେଣ୍ଟରରେ କୌଣସି କ୍ଷୟକ୍ଷତି ହୋଇନଥିବା ଜଣେ ଅଧିକାରୀ କହିଛନ୍ତି।

ଅଧିକାରୀଙ୍କ ମୁତାବକ, ଅଗ୍ନିକାଣ୍ଡ ଏତେ ଭୀଷଣ ନଥିଲା। ଧୂଆଁ ଉଠିବା ମାତ୍ରେ ତୁରନ୍ତ ପଦକ୍ଷେପ ନିଆଯାଇଥିଲା। ଚିକିତ୍ସିତ ହେଉଥିବା ୬୧ ଜଣ ଆକ୍ରାନ୍ତଙ୍କୁ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। ଏବଂ ବାକି ୭ ଜଣ ଆକ୍ରାନ୍ତଙ୍କୁ ସ୍ଥାନାନ୍ତରିତ ପାଇଁ ବ୍ୟବସ୍ଥା ଜାରି ରହିଛି। ସମସ୍ତେ ଏବେ ସୁରକ୍ଷିତ ଅଛନ୍ତି।

ଅଗ୍ନିକାଣ୍ଡ ଗୁଜୁରାଟ
Share. Facebook Twitter LinkedIn Email WhatsApp Copy Link

Related Posts

ଦଶମ-ଦ୍ୱାଦଶ ଶ୍ରେଣୀ ଫଳାଫଳ ପ୍ରକାଶ କଲା CISCE: ଏହି ଲିଙ୍କ୍ ବ୍ୟବହାର କରି ତୁରନ୍ତ ଯାଞ୍ଚ କରନ୍ତୁ

April 30, 2026

ଏକଜିଟ୍ ପୋଲ ଫଳାଫଳରେ କ’ଣ ପାଇଲା କଂଗ୍ରେସ?: ଜାଣନ୍ତୁ କେଉଁଠି ଲାଭ ଆଉ କେଉଁଠି କ୍ଷତି?

April 30, 2026

ପୁଟିନଙ୍କ ସହ ଦେଢ଼ ଘଣ୍ଟା ଧରି କଥା ହେଲେ ଟ୍ରମ୍ପ

April 30, 2026

ପୋଲିସକୁ ଛୁରା ମାଡ : ୩ ଆହତ

April 30, 2026
Latest News

ବାଲୁଗାଁ: ରାଉତରାପଲ୍ଲୀ ଗ୍ରାମରେ ୪ ଦିନ ବ୍ୟାପି ବିଶ୍ଵଶାନ୍ତି ମହାଯଜ୍ଞ, ଆସନ୍ତାକାଲି ପୂର୍ଣ୍ଣାହୁତି

April 30, 2026

ଦଶମ-ଦ୍ୱାଦଶ ଶ୍ରେଣୀ ଫଳାଫଳ ପ୍ରକାଶ କଲା CISCE: ଏହି ଲିଙ୍କ୍ ବ୍ୟବହାର କରି ତୁରନ୍ତ ଯାଞ୍ଚ କରନ୍ତୁ

April 30, 2026

ଏକଜିଟ୍ ପୋଲ ଫଳାଫଳରେ କ’ଣ ପାଇଲା କଂଗ୍ରେସ?: ଜାଣନ୍ତୁ କେଉଁଠି ଲାଭ ଆଉ କେଉଁଠି କ୍ଷତି?

April 30, 2026

ପୁଟିନଙ୍କ ସହ ଦେଢ଼ ଘଣ୍ଟା ଧରି କଥା ହେଲେ ଟ୍ରମ୍ପ

April 30, 2026

ପୋଲିସକୁ ଛୁରା ମାଡ : ୩ ଆହତ

April 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.