Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଦଳିଲେ ଭୁବନେଶ୍ବର ମହାନଗର ନିଗମର କମିଶନର: ପ୍ରେମଚନ୍ଦ୍ର ଚୌଧୁରୀଙ୍କୁ ନୂଆ ଦାୟିତ୍ଵ
ଆଜିର ଖବର

ବଦଳିଲେ ଭୁବନେଶ୍ବର ମହାନଗର ନିଗମର କମିଶନର: ପ୍ରେମଚନ୍ଦ୍ର ଚୌଧୁରୀଙ୍କୁ ନୂଆ ଦାୟିତ୍ଵ

May 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଭୁବନେଶ୍ବର ମହାନଗର ନିଗମର କମିଶନରଙ୍କ ବଦଳି ହୋଇଛି। ପ୍ରେମଚନ୍ଦ୍ର ଚୌଧୁରୀଙ୍କ ସ୍ଥାନରେ ନୂତନ କମିଶନର ନିଯୁକ୍ତି ପାଇଛନ୍ତି। ସଞ୍ଜୟ କୁମାର ସିଂହ ଏବେ ନୂଆ ବିଏମସି କମିଶନର। ପ୍ରେମଚନ୍ଦ୍ରଙ୍କ ପରେ ନୂଆ ବିଏମସି କମିଶନର ଭାବେ ସେ  ଦାୟିତ୍ଵ ନେବେ। ୧୯୯୭ ବ୍ୟାଚର ଆଇଏଏସ ସଞ୍ଜୟ କୁମାରଙ୍କୁ ନୂଆ ଦାୟିତ୍ଵ ମିଳିବ। ସଞ୍ଜୟ କୁମାର ଏବେ ବୈଷୟିକ ଶିକ୍ଷା ଓ ଦକ୍ଷତା ବିଭାଗର ଦାୟିତ୍ଵରେ ଅଛନ୍ତି। କମିଶନର ସହ ତାଙ୍କୁ ବିଡିଏ ଉପାଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ଵ ମିଳିଛି। ଏହାସହ ସଞ୍ଜୟଙ୍କୁ ଭୁବନେଶ୍ବର ସ୍ମାର୍ଟ ସିଟି ସିଇଓ ଭାବେ ଅତିରିକ୍ତ ଦାୟିତ୍ଵ ମଧ୍ୟ ଦିଆଯାଇଛି। ପ୍ରେମଚନ୍ଦ୍ର କମିଶନରଙ୍କୁ ଜିଏ ବିଭାଗର ଓଏସଡି ଦାୟିତ୍ଵ ମିଳିଛି।

ସେହିଭଳି ହେମନ୍ତ ଶର୍ମାଙ୍କୁ ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ଅତିରିକ୍ତ ଦାୟିତ୍ଵ ମିଳିଥିବା ବେଳେ ବିଷ୍ଣୁପଦ ସେଠୀଙ୍କୁ ସୂଚନା ଓ ଲୋକସମ୍ପର୍କ ବିଭାଗ ଅତିରିକ୍ତ ଦାୟିତ୍ଵ ଏବଂ ଡାଃ. କ୍ରିଷନ କୁମାରଙ୍କୁ ଇଡକୋ ସିଏମଡି ଭାବେ ଅତିରିକ୍ତ ଦାୟିତ୍ଵ ମିଳିଛି।

ପ୍ରେମଚନ୍ଦ୍ର ଚୌଧୁରୀ ଭୁବନେଶ୍ବର ମହାନଗର ନିଗମ
Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍ତରାଖଣ୍ଡ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 12, 2026

‘ଜଳ ମହୋତ୍ସବ ୨୦୨୬’କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

March 12, 2026

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026
Latest News

ଉତ୍ତରାଖଣ୍ଡ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 12, 2026

‘ଜଳ ମହୋତ୍ସବ ୨୦୨୬’କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

March 12, 2026

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.