Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦ୍ଵିତୀୟ ଡୋଜର ସମୟ ଅବଧିରେ ହେଲା ପରିବର୍ତ୍ତନ: ଜାଣନ୍ତୁ କେତେ ଦିନ ପରେ ନେବେ କୋଭିସିଲ୍ଡ ଟୀକା
ଆଜିର ଖବର

ଦ୍ଵିତୀୟ ଡୋଜର ସମୟ ଅବଧିରେ ହେଲା ପରିବର୍ତ୍ତନ: ଜାଣନ୍ତୁ କେତେ ଦିନ ପରେ ନେବେ କୋଭିସିଲ୍ଡ ଟୀକା

May 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: କୋଭିସିଲ୍ଡ ଟୀକାର ଦ୍ଵିତୀୟ ଡୋଜ ଟୀକାର ସମୟ ଅବଧିକୁ ବୃଦ୍ଧି କରାଯାଇଛି। ଏଣିକି ୪୨ ଦିନ ପରେ କୋଭିସିଲ୍ଡର ଦ୍ଵିତୀୟ ଡୋଜ ଟୀକା ନେବା ପାଇଁ ନିର୍ଦ୍ଦେଶ ହୋଇଛି।

ଏହାପୂର୍ବରୁ ୪ ସପ୍ତାହ ପରେ ଏହି ଟୀକାର ଦ୍ଵିତୀୟ ଡୋଜ ନେବା ପାଇଁ ସମୟ ନିର୍ଦ୍ଧାରଣ ହୋଇଥିଲା। କିନ୍ତୁ ଏବେ ୪ ସପ୍ତାହ ନୁହେଁ, ୬ ସପ୍ତାହ ପରେ କୋଭିସିଲ୍ଡ ଟୀକା ନେବା ପାଇଁ କୁହାଯାଇଛି। ପ୍ରଥମ ଡୋଜ ନେବାର ୪୨ ଦିନ ପରେ ଦ୍ଵିତୀୟ ଡୋଜ ଟୀକା ନିଆଯାଇପାରିବ।

ଟୀକାକରଣରେ ସମ୍ପୃକ୍ତ ଅଧିକାରୀଙ୍କୁ ଏନେଇ ଜଣାଇବାକୁ ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି। ଏନେଇ ସମସ୍ତ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି।

କୋଭିସିଲ୍ଡ ଟୀକା ଦ୍ଵିତୀୟ ଡୋଜ
Share. Facebook Twitter LinkedIn Email WhatsApp Copy Link

Related Posts

ୟୁସିସି ଉପରେ ଗୃହମନ୍ତ୍ରୀଙ୍କୁ ପରାମର୍ଶ ଦେଲେ ଓମାର ଅବଦୁଲ୍ଲା: ରାଜି ହେବ କି କେନ୍ଦ୍ର?

September 15, 2026

ନନ୍ଦିଗ୍ରାମ ଉପନିର୍ବାଚନ: ଶୁଭେନ୍ଦୁ ଅଧିକାରୀଙ୍କ ପୂର୍ବତନ ପିଏଙ୍କ ମାଆଙ୍କୁ ଟିକେଟ୍ ଦେଲା ବିଜେପି

September 15, 2026

ଆଜି ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଦ୍ୱିତୀୟ ଟି-20: ଜାଣନ୍ତୁ କେଉଁଠି ଦେଖିବେ ମ୍ୟାଚ

September 15, 2026

ମୋବାଇଲ୍ କିସ୍ତି ପାଇଁ ଯୁବକଙ୍କୁ ଅପହରଣ! ୫ ଦିନ ବନ୍ଧକ ରଖିଥିବା ଅଭିଯୋଗ

September 15, 2026
Latest News

ୟୁସିସି ଉପରେ ଗୃହମନ୍ତ୍ରୀଙ୍କୁ ପରାମର୍ଶ ଦେଲେ ଓମାର ଅବଦୁଲ୍ଲା: ରାଜି ହେବ କି କେନ୍ଦ୍ର?

September 15, 2026

ନନ୍ଦିଗ୍ରାମ ଉପନିର୍ବାଚନ: ଶୁଭେନ୍ଦୁ ଅଧିକାରୀଙ୍କ ପୂର୍ବତନ ପିଏଙ୍କ ମାଆଙ୍କୁ ଟିକେଟ୍ ଦେଲା ବିଜେପି

September 15, 2026

ଆଜି ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଦ୍ୱିତୀୟ ଟି-20: ଜାଣନ୍ତୁ କେଉଁଠି ଦେଖିବେ ମ୍ୟାଚ

September 15, 2026

ମୋବାଇଲ୍ କିସ୍ତି ପାଇଁ ଯୁବକଙ୍କୁ ଅପହରଣ! ୫ ଦିନ ବନ୍ଧକ ରଖିଥିବା ଅଭିଯୋଗ

September 15, 2026

‘ଗ୍ୟାସ୍’ ଭାବି ଏହି ଲକ୍ଷଣକୁ ଅଣଦେଖା କରୁଛନ୍ତି କି? ହୋଇପାରେ ବଡ଼ ସ୍ୱାସ୍ଥ୍ୟ ସଙ୍କେତ

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.