Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକାରେ ସରକାରୀ ପୋଖରୀ ଖୋଳି ପଥର ନେବା ପଡିଲା ମହଙ୍ଗା: ମୋଟା ଅଙ୍କର ଜରିମାନା ଆଦାୟ
ଆଜିର ଖବର

ଚିଲିକାରେ ସରକାରୀ ପୋଖରୀ ଖୋଳି ପଥର ନେବା ପଡିଲା ମହଙ୍ଗା: ମୋଟା ଅଙ୍କର ଜରିମାନା ଆଦାୟ

May 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ସରକାରୀ ପୋଖରୀ ଖୋଳି ପଥର ନେବା ମହଙ୍ଗା ପଡିଛି। ଏହି ଘଟଣାରେ ମୋଟା ଅଙ୍କର ଜରିମାନା ଆଦାୟ ହେବା ସହ ଗାଡି ଜବତ ହୋଇଛି। ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଚିଲିକା ତହସିଲ ଅଞ୍ଚଳରେ ଏପରି ଘଟଣା ଘଟିଛି।

ଦୀର୍ଘ ଦିନ ହେବ ଚିଲିକା ତହସିଲ ଅଞ୍ଚଳରେ ପଥର ମାଫିଆ ମାନେ ସରକାରୀ ଜାଗାରୁ ପଥର ଚୋରି କରିନେଉଥିବାର ବାରମ୍ବାର ଅଭିଯୋଗ ହେଉଥିଲା। ସ୍ଥାନୀୟ ତହସିଲଦାର ପୁନମ ମହାପାତ୍ର ବାରମ୍ବାର ଚଢ଼ାଉ ଜାରି ରଖିଥିଲେ ମଧ୍ୟ ମାଫିଆ ଧରା ପଡୁନଥିଲେ। ହେଲେ ଆଜି ସକାଳ ୬ ଘଟିକାରେ ତହସିଲଦାରଙ୍କ ନିର୍ଦ୍ଦେଶକ୍ରମେ ବଉଳାବନ୍ଧ ଗ୍ରାମର ମାଣ୍ଡିଆମେରୁ ସାହିର ପୋଖରୀରୁ ମାଫିଆମାନେ ପଥର ଖୋଳି ଟ୍ରାକ୍ଟରରେ ନେଉଥିବା ବେଳେ ନାଚୁଣୀ ଫାଣ୍ଡି ଅଧିକାରୀ ଏବଂ ତହସିଲ କର୍ମଚାରୀଙ୍କ ହାତରେ ଧରା ପଡିଛନ୍ତି।

ତେବେ ମାଫିଆଙ୍କ ଉପରେ ତହସିଲଦାର କଠୋର କାର୍ଯ୍ୟାନୁଷ୍ଠାନ ମୁତାବକ ୪୫ ହଜାର ଟଙ୍କା ଜରିମାନା ଆଦାୟ ହେବା ସହ ଟ୍ରାକ୍ଟର ଜବତ ହୋଇଛି। ଅନ୍ୟପକ୍ଷେ ପଥରଗୁଡିକୁ ଗ୍ରାମ କାମରେ ନିୟୋଜିତ କରାଯିବ ବୋଲି ତହସିଲଦାର ସୂଚନା ଦେଇଛନ୍ତି।

ଚିଲିକା ଜରିମାନା ଆଦାୟ ପଥର ମାଫିଆ ପୁନମ ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅଗଷ୍ଟ ୧୯ ତାରିଖ: ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର, ପଢନ୍ତୁ ରାଶିଫଳ

August 19, 2026

ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଗିରଫ

August 18, 2026

କୋରାପୁଟର ଲକ୍ଷ୍ମୀପୁରରେ ଭୂକମ୍ପ ଝଟକା, ଭୟରେ ଘରୁ ବାହାରିଲେ ଲୋକେ

August 18, 2026

ଚିଲିକା ଅଞ୍ଚଳର ସମାଜସେବୀ ଶଙ୍କର ପାଇକରାୟଙ୍କୁ ଏମ୍ସରେ ସାକ୍ଷାତ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

August 18, 2026
Latest News

ଆଜି ଅଗଷ୍ଟ ୧୯ ତାରିଖ: ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର, ପଢନ୍ତୁ ରାଶିଫଳ

August 19, 2026

ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଗିରଫ

August 18, 2026

କୋରାପୁଟର ଲକ୍ଷ୍ମୀପୁରରେ ଭୂକମ୍ପ ଝଟକା, ଭୟରେ ଘରୁ ବାହାରିଲେ ଲୋକେ

August 18, 2026

ଚିଲିକା ଅଞ୍ଚଳର ସମାଜସେବୀ ଶଙ୍କର ପାଇକରାୟଙ୍କୁ ଏମ୍ସରେ ସାକ୍ଷାତ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

August 18, 2026

“ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବୁ”: ଆତଙ୍କବାଦ ଉପରେ ପାକିସ୍ତାନକୁ ଭାରତର କଡ଼ା ଜବାବ

August 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.