Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮ ହଜାର ୫୪୭ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ ୧ ହଜାର ୧୬୫
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮ ହଜାର ୫୪୭ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ ୧ ହଜାର ୧୬୫

May 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮ ହଜାର ୫୪୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୧୬୫, କଟକରୁ ୫୯୩, ସୁନ୍ଦରଗଡରୁ ୫୯୧, ସମ୍ବଲପୁରରୁ ୫୧୮, ବରଗଡରୁ ୪୩୬, ନୂଆପଡାରୁ ୪୧୧, ପୁରୀରୁ ୪୦୨, ଭଦ୍ରକରୁ ୩୫୦, ଅନୁଗୁଳରୁ ୩୪୨, ରାୟଗଡ଼ାରୁ ୩୩୭, ଝାରସୁଗୁଡାରୁ ୩୨୫, ବଲାଙ୍ଗୀରିରୁ ୩୦୫, ନବରଙ୍ଗପୁରରୁ ୨୬୪, ନୟାଗଡରୁ ୨୩୯, ଗଞ୍ଜାମରୁ ୨୩୬, କଳାହାଣ୍ଡିରୁ ୨୩୫, ମୟୂରଭଞ୍ଜରୁ ୧୯୦, ବାଲେଶ୍ବରରୁ ୧୭୮, ସୋନପୁରରୁ ୧୭୩, ଜଗତସିଂହପୁରରୁ ୧୪୫, କେନ୍ଦ୍ରାପଡାରୁ ୧୩୩, ଗଜପତିରୁ ୧୨୩, କୋରାପୁଟରୁ ୧୦୯, ଯାଜପୁରରୁ ୧୦୫, କେନ୍ଦୁଝରରୁ ୧୦୩, ଢେଙ୍କାନାଳରୁ ୮୯, କନ୍ଧମାଳରୁ ୫୯, ଦେବଗଡରୁ ୫୫, ମାଲକାନାଗିରିରୁ ୪୬, ବୌଦ୍ଧରୁ ୩୫ ଏବଂ ଷ୍ଟେଟ ପୁଲରୁ ୨୫୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୪ ଲକ୍ଷ ୭୩ ହଜାର ୬୮୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୬୫ ହଜାର ୬୪୮ କୁ ବୃଦ୍ଧି ହୋଇଥିବାବେଳେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୯ ହଜାର ୬୮୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୨୩୧ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ଖୋର୍ଦ୍ଧାରୁ ସର୍ବାଧିକ ସୁସ୍ଥ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ପାଳିତ

March 16, 2026

ସାଂସଦ ନିଶୁଳ୍କ ସ୍ବାସ୍ଥ୍ୟ ଶିବିରକୁ ଉଦ୍ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ

March 16, 2026

ପୋଲିସ ଡିଜି ଙ୍କ ଉପସ୍ଥିତିରେ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୧୧ ମାଓବାଦୀ

March 16, 2026

ଆଜି ୧୬ ତାରିଖ ସୋମବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

March 16, 2026
Latest News

ମମତା ବାନାର୍ଜୀ ବିଜୟର ହ୍ୟାଟ୍ରିକ୍ ମାରିବେ, ନା ପ୍ରଥମ ଥର ପାଇଁ ପଦ୍ମ ଫୁଟିବ?: ଜାଣନ୍ତୁ ସର୍ଭେ

March 16, 2026

ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ପାଳିତ

March 16, 2026

ସାଂସଦ ନିଶୁଳ୍କ ସ୍ବାସ୍ଥ୍ୟ ଶିବିରକୁ ଉଦ୍ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ

March 16, 2026

ପୋଲିସ ଡିଜି ଙ୍କ ଉପସ୍ଥିତିରେ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୧୧ ମାଓବାଦୀ

March 16, 2026

ଆଜି ୧୬ ତାରିଖ ସୋମବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.