Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଗତସିଂହପୁର ଜିଲ୍ଲାରୁ ଆଜି ପୁଣି ୨୩୨ କରୋନା ପଜିଟିଭ୍ ଚିହ୍ନଟ: ସୁସ୍ଥ ହେଲେ ଆଜି ୧୪୫
ଆଜିର ଖବର

ଜଗତସିଂହପୁର ଜିଲ୍ଲାରୁ ଆଜି ପୁଣି ୨୩୨ କରୋନା ପଜିଟିଭ୍ ଚିହ୍ନଟ: ସୁସ୍ଥ ହେଲେ ଆଜି ୧୪୫

May 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର: କରୋନା ଦ୍ୱିତୀୟ ଲହରୀରେ ଆକ୍ରାନ୍ତଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଜଗତସିଂହପୁର ଜିଲ୍ଲାରୁ ଆଜି ପୁଣି ୨୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ପାରାଦ୍ବୀପରୁ ସର୍ବାଧିକ ୪୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲିକୁଦା ବ୍ଲକରୁ ୩୭ଜଣ, ତିର୍ତ୍ତୋଲ ବ୍ଳକରୁ ୩୦ଜଣ ,ଜଗତସିଂହପୁର ବ୍ଲକରୁ ୨୬ଜଣ, କୁଜଙ୍ଗ ବ୍ଲକରୁ ୨୫ଜଣ, ଜଗତସିଂହପୁର ମ୍ୟୁନିସିପାଲିଟିରୁ ୨୪ଜଣ, ନାଉଗାଁ ବ୍ଲକରୁ ୧୭ଜଣ, ଏରସମା ବ୍ଲକରୁ ୧୩ଜଣ, ରଘୁନାଥପୁର ଓ ବିରିଡ଼ି ବ୍ଲକରୁ ୧୦ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏଥିସହିତ ଜଗତସିଂହପୁର ଚିହ୍ନଟ ହୋଇଥିବା ସମୁଦାୟ ୧୨୧୪୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୭୮୮ ଜଣ ସୁସ୍ଥ ହୋଇଥିବା ବେଳେ ୪୦ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଜିଲ୍ଲାରେ ବର୍ତ୍ତମାନ ୧୩୨୧ ଜଣ ଆକ୍ରାନ୍ତ ସକ୍ରିୟ ରହିଥିବା ବେଳେ ଆଜି ଜିଲ୍ଲାରୁ ୧୪୫ ଜଣ ସୁସ୍ଥ ହୋଇଛନ୍ତି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

କରୋନା ପଜିଟିଭ୍ ଜଗତସିଂହପୁର ସୁସ୍ଥ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭାର ଉପନେତା ପଦରୁ ହଟାଇବା ପରେ ରାଘବ ଚଢାଙ୍କ ପ୍ରଥମ ପୋଷ୍ଟ: ସେୟାର କଲେ ଭିଡିଓ

April 2, 2026

ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ

April 2, 2026

ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦେଖି ସ୍କୁଲ ସମୟ ସକାଳୁଆ କରିବାକୁ ଓଷ୍ଟାର ଦାବି

April 2, 2026

ଖୋର୍ଦ୍ଧା ସହରରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

April 2, 2026
Latest News

ରାଜ୍ୟସଭାର ଉପନେତା ପଦରୁ ହଟାଇବା ପରେ ରାଘବ ଚଢାଙ୍କ ପ୍ରଥମ ପୋଷ୍ଟ: ସେୟାର କଲେ ଭିଡିଓ

April 2, 2026

ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ

April 2, 2026

ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦେଖି ସ୍କୁଲ ସମୟ ସକାଳୁଆ କରିବାକୁ ଓଷ୍ଟାର ଦାବି

April 2, 2026

ଖୋର୍ଦ୍ଧା ସହରରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

April 2, 2026

ରଣପୁରରେ ଜନଗଣନା ତାଲିମ ଶିବିର ଶେଷ: ୧୯୮ ଜଣଙ୍କୁ ପ୍ରଶିକ୍ଷଣ

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.