Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୧୦ ହଜାର ୬୪୯ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୧୦ ହଜାର ୬୪୯ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

May 13, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୧୦ ହଜାର ୬୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୯୬୫ ଜଣ ଚିହ୍ନଟ ହୋଇଥିବା ବେଳେ ୪୬୮୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୭୬ ହଜାର ୨୯୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୪ ଲକ୍ଷ ୭୩ ହଜାର ୬୮୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୩୧୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୨୧୪ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୧୦ ହଜାର ୬୪୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୫୫୭ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭୭୪ ଜଣ, ଅନୁଗୁଳ ଜିଲ୍ଲାରୁ ୫୫୭ ଜଣ, ବାଲେଶ୍ଵର ଜିଲ୍ଲାରୁ ୫୦୩ ଜଣ, ବରଗଡ ଜିଲ୍ଲାରୁ ୩୯୧ ଜଣ, ଭଦ୍ରକ ଜିଲ୍ଲାରୁ ୨୧୬ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧୯୮ ଜଣ, ବୌଦ୍ଧ ଜିଲ୍ଲାରୁ ୨୩୨ ଜଣ, କଟକ ଜିଲ୍ଲାରୁ ୯୩୦ ଜଣ, ଦେବଗଡ ଜିଲ୍ଲାରୁ ୧୧୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୨୦ ଜଣ, ଗଜପତି ଜିଲ୍ଲାରୁ ୧୦୪ ଜଣ, ଗଞ୍ଜାମ ଜିଲ୍ଲାରୁ ୨୪୫ ଜଣ, ଜଗତସିଂହପୁର ଜିଲ୍ଲାରୁ ୨୭୮ ଜଣ, ଯାଜପୁର ଜିଲ୍ଲାରୁ ୩୦୭ ଜଣ, ଝାରସୁଗୁଡା ଜିଲ୍ଲାରୁ ୩୬୮ ଜଣ, କଳାହାଣ୍ଡିରୁ ୨୬୩ ଜଣ, କନ୍ଧମାଳ ଜିଲ୍ଲାରୁ ୬୯ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୮୫ ଜଣ, କେନ୍ଦୁଝର ଜିଲ୍ଲାରୁ ୧୭୫ ଜଣ, କୋରାପୁଟ ଜିଲ୍ଲାରୁ ୧୬୪ ଜଣ, ମାଲକାନାଗିରି ଜିଲ୍ଲାରୁ ୪୮ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୪୦୪ ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୦୭ ଜଣ, ନୟାଗଡ ଜିଲ୍ଲାରୁ ୩୫୭ ଜଣ, ନୂଆପଡା ଜିଲ୍ଲାରୁ ୩୩୧ ଜଣ, ପୁରୀ ଜିଲ୍ଲାରୁ ୩୩୫ ଜଣ, ରାୟଗଡା ଜିଲ୍ଲାରୁ ୧୬୩ ଜଣ, ସମ୍ବଲପୁର ଜିଲ୍ଲାରୁ ୪୯୪ ଜଣ, ସୋନପୁର ଜିଲ୍ଲାରୁ ୧୯୫ ଜଣ ଏବଂ ଷ୍ଟେଟ ପୁଲରୁ ୨୬୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତନ ମନ୍ତ୍ରୀ ସମୀର ଦେ ଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ, କହିଲେ….

November 18, 2025

ଦ୍ୱିତୀୟ ଟେଷ୍ଟରେ ଖେଳିବେ ନାହିଁ ଗିଲ ଏବଂ କୁଲଦୀପ?: ଜାଣନ୍ତୁ ଗୌହାଟିରେ ଭାରତର ପ୍ଲେଇଂ ଇଲେଭେନ

November 18, 2025

ବିହାର ନିର୍ବାଚନରେ ୩୧ଟି ଆସନରେ ପ୍ରଚାର କରିଥିଲେ ମୁଖ୍ୟମନ୍ତ୍ରୀ ଯୋଗୀ: ଫଳାଫଳ ଥିଲା ଆଶ୍ଚର୍ଯ୍ୟଜନକ

November 18, 2025

ଖୋର୍ଦ୍ଧା ରୋଡ ମଣ୍ଡଳରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ ଟ୍ରେନ ଚଳାଚଳ ବାତିଲ

November 18, 2025
Latest News

ପୂର୍ବତନ ମନ୍ତ୍ରୀ ସମୀର ଦେ ଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ, କହିଲେ….

November 18, 2025

ଦ୍ୱିତୀୟ ଟେଷ୍ଟରେ ଖେଳିବେ ନାହିଁ ଗିଲ ଏବଂ କୁଲଦୀପ?: ଜାଣନ୍ତୁ ଗୌହାଟିରେ ଭାରତର ପ୍ଲେଇଂ ଇଲେଭେନ

November 18, 2025

ବିହାର ନିର୍ବାଚନରେ ୩୧ଟି ଆସନରେ ପ୍ରଚାର କରିଥିଲେ ମୁଖ୍ୟମନ୍ତ୍ରୀ ଯୋଗୀ: ଫଳାଫଳ ଥିଲା ଆଶ୍ଚର୍ଯ୍ୟଜନକ

November 18, 2025

ଖୋର୍ଦ୍ଧା ରୋଡ ମଣ୍ଡଳରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ ଟ୍ରେନ ଚଳାଚଳ ବାତିଲ

November 18, 2025

ଚିଲିକାରୁ ୪୪ ମୃତ ବିଦେଶୀ ପକ୍ଷୀ ଜବତ: ଦୁଇ ଶିକାରୀ ଗିରଫ

November 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.