Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାରା ଦେଶରେ ୧୭ କୋଟି ଅତିକ୍ରମ କଲା ଟିକାକରଣ
ଆଜିର ଖବର

ସାରା ଦେଶରେ ୧୭ କୋଟି ଅତିକ୍ରମ କଲା ଟିକାକରଣ

May 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ଦେଶବ୍ୟାପି ଟିକାକରଣ ଅଭିଯାନର ତୃତୀୟ ପର‌୍ୟ୍ୟାୟ ଅନ୍ତର୍ଗତ ଦେଶର ସମୁଦାୟ ଟିକାକରଣ ୧୭ କୋଟି ୭୨ ଲକ୍ଷ ଅତିକ୍ରମ କରିଛି । ଆଜି ସକାଳ ୭ଟା ସୁଦ୍ଧା ମିଳିଥିବା ଅସ୍ଥାୟୀ ରିପୋର୍ଟ ଅନୁଯାୟୀ ୨୫ଲକ୍ଷ ସେସନରେ ସମୁଦାୟ ୧୭ କୋଟି ୭୨ ଲକ୍ଷ ଟିକା ଡୋଜ ପ୍ରଦାନ କରାଯାଇଛି ।

ଏଥିରେ ୯୬ ଲକ୍ଷ ଏଚସିଡବ୍ଲୁ ପ୍ରଥମ ଡୋଜ ଓ ୬୫ ଲକ୍ଷ ଏଚସିଡବ୍ଲୁ ଦ୍ୱିତୀୟ ଡୋଜ, ୧ କୋଟି ୪୨ ଲକ୍ଷ ଏଫଏଲଡବ୍ଲୁ (ପ୍ରଥମ ଡୋଜ), ୮୦ ଲକ୍ଷ ଏଫଏଲଡବ୍ଲୁ (ଦ୍ୱିତୀୟ ଡୋଜ), ୧୮-୪୫ ବୟସ ବର୍ଗର ୩୪ ଲକ୍ଷରୁ ଉର୍ଦ୍ଧ ହିତାଧିକାରୀ (ପ୍ରଥମ ଡୋଜ), ୫ କୋଟି ୬୨ ଲକ୍ଷ (ପ୍ରଥମ ଡୋଜ) ଓ ୪୫ରୁ ୬୦ ବୟସ ବର୍ଗର ୮୧ ଲକ୍ଷ ଦ୍ୱିତୀୟ ଡୋଜ ହିତାଧିକାରୀ ସାମିଲ ଅଛନ୍ତି । ୬୦ରୁ ଅଧିକ ବର୍ଷ ବୟସର ୫ କୋଟି ପ୍ରଥମ ଡୋଜ ହିତାଧିକାରୀ ଓ ୧ କୋଟି ୬୭ ଲକ୍ଷ ଦ୍ୱିତୀୟ ଡୋଜ ହିତାଧିକାରୀ ରହିଛନ୍ତି ।

Vaccine Update ଟିକାକରଣ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Latest News

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.