Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକ ନରସିଂହପୁରର ମାଳତୀ ଗାଁ ପୋଖରୀରେ ବୁଡି ଦୁଇ ଶିଶୁ ମୃତ
ଆଜିର ଖବର

କଟକ ନରସିଂହପୁରର ମାଳତୀ ଗାଁ ପୋଖରୀରେ ବୁଡି ଦୁଇ ଶିଶୁ ମୃତ

April 8, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ ନରସିଂହପୁରର ମାଳତୀ ଗାଁ ପୋଖରୀରେ ବୁଡି ଯାଇ ଦୁଇଜଣ ଶିଶୁ ପ୍ରାଣ ହରାଇଛନ୍ତି। ଦ୍ୱିତୀୟ ଶ୍ରେଣୀରେ ପଢୁଥିବା  ଦୁଇ ଜଣ ଶିଶୁ ଗାଧୋଇବାକୁ ଯାଇ ବୁଡ଼ି ଯାଇଥିବା ଜଣାପଡ଼ିଛି। କଟକ ଜିଲ୍ଲା ନରସିଂହପୁର ବଡ଼ମ୍ବା ଥାନା ମାଳତୀ ଗାଁ ପୋଖରୀରେ ବୁଡ଼ି ଦୁଇ ଶିଶୁଙ୍କ ମୃତ୍ୟୁ ଘଟିଛି। ସ୍କୁଲ ଛୁଟି ପରେ ଗାଧୋଇବାକୁ ଯାଇ ସେଠାର  ଥିବା ପୋଖରୀରେ ଜଣେ ବାଳକ ଓ ଜଣେ ବାଳିକା ବୁଡ଼ି ଯାଇଛନ୍ତି।  ମୃତ ଶିଶୁଙ୍କ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ପୋଲିସ ଏବଂ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

( ମୋବାଇଲରେ ଫଟାଫଟ  ଖବର ଜାଣିବା  ପାଇଁ ପ୍ଲେ ଷ୍ଟୋରରୁ ଡାଉନଲୋଡ କରନ୍ତୁ sankhipta, ଏହାପରେ ମୋବାଇଲ ସ୍କ୍ରିନର ତଳୁ ଉପରକୁ ଆଙ୍ଗୁଠିରେ ଘଷି  ଖବର ପରେ ଖବର ପଢି ଚାଲନ୍ତୁ। )

pond thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ପାଚିଲା ଫଳର ଉପକାରୀତା ସମ୍ପର୍କିତ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

September 7, 2026

ପଞ୍ଜାବ ସରକାରଙ୍କ ବିରୋଧ ସତ୍ତ୍ୱେ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଅଶ୍ୱନୀ ମିଶ୍ର

September 7, 2026

ଟିଏମସି ସାଂସଦ ନଦୀମୁଲ ହକ୍ ଉପରେ ଇଡି ର କାର୍ଯ୍ୟାନୁଷ୍ଠାନ: ୭ଟି ସ୍ଥାନରେ ଚଢ଼ାଉ

September 7, 2026

ସତ୍ୟ ନିକେତନ ଦୁର୍ଘଟଣା ପରେ ଦିଲ୍ଲୀ ସରକାରଙ୍କ ବଡ଼ ନିଷ୍ପତ୍ତି: ପୁରୁଣା କୋଠାରେ ଚାଲିବନି PG, ସ୍କୁଲ ଓ ନର୍ସିଂ ହୋମ୍!

September 7, 2026
Latest News

ସତ୍ୟ ନିକେତନ ଘଟଣାର ପ୍ରଥମ ବଡ଼ କାର୍ଯ୍ୟାନୁଷ୍ଠାନ: ୫ MCD ଅଧିକାରୀ ନିଲମ୍ବିତ

September 7, 2026

ପାଚିଲା ଫଳର ଉପକାରୀତା ସମ୍ପର୍କିତ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

September 7, 2026

ଆଜି LPG ର e-KYC ପାଇଁ ଶେଷ ସୁଯୋଗ: ଏବେ କିପରି ପାଇବେ ଗ୍ୟାସ ସିଲିଣ୍ଡର?

September 7, 2026

ପଞ୍ଜାବ ସରକାରଙ୍କ ବିରୋଧ ସତ୍ତ୍ୱେ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଅଶ୍ୱନୀ ମିଶ୍ର

September 7, 2026

ଦଶମ ଦିନରେ ମନୋଜ ଜରାଙ୍ଗେଙ୍କ ଆନ୍ଦୋଳନ: ସରକାରକୁ ଦେଲେ ବଡ଼ ଚେତାବନୀ

September 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.