Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮ ହଜାର ୬୬୫ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ ୧ ହଜାର ୧୪୬
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮ ହଜାର ୬୬୫ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ ୧ ହଜାର ୧୪୬

May 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮ ହଜାର ୬୬୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୧୪୬, ସୁନ୍ଦରଗଡରୁ ୬୨୮, ଅନୁଗୁଳରୁ ୫୨୮, ଝାରସୁଗୁଡାରୁ ୪୫୮, କଟକରୁ ୪୪୪, ପୁରୀରୁ ୪୩୪, ନୂଆପଡାରୁ ୪୦୪, ସମ୍ବଲପୁରରୁ ୩୮୧, ବରଗଡରୁ ୩୬୩, ବଲାଙ୍ଗୀରିରୁ ୩୨୪, ନବରଙ୍ଗପୁରରୁ ୩୧୮, ବାଲେଶ୍ବରରୁ ୩୦୧, ଗଞ୍ଜାମରୁ ୨୯୦, ଯାଜପୁରରୁ ୨୭୪, ମୟୂରଭଞ୍ଜରୁ ୨୪୩, କଳାହାଣ୍ଡିରୁ ୨୩୫, ନୟାଗଡରୁ ୨୦୬, ବୌଦ୍ଧରୁ ୧୯୯, ଜଗତସିଂହପୁରରୁ ୧୭୨, କେନ୍ଦୁଝରରୁ ୧୬୭, ସୋନପୁରରୁ ୧୪୦, ରାୟଗଡ଼ାରୁ ୧୩୨, କେନ୍ଦ୍ରାପଡାରୁ ୧୨୦, କୋରାପୁଟରୁ ୧୧୯, ଗଜପତିରୁ ୧୦୯, ମାଲକାନାଗିରିରୁ ୭୨, ଦେବଗଡରୁ ୬୭, ଭଦ୍ରକରୁ ୬୩, ଢେଙ୍କାନାଳାରୁ ୪୭, କନ୍ଧମାଳରୁ ୪୩ ଏବଂ ଷ୍ଟେଟ ପୁଲରୁ ୨୩୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୪ ଲକ୍ଷ ୮୨ ହଜାର ୩୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୭୬ ହଜାର ୨୯୭ କୁ ବୃଦ୍ଧି ହୋଇଥିବାବେଳେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯୧ ହଜାର ୬୪୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୨୫୧ କୁ ବୃଦ୍ଧି ହୋଇଛି।

ଆକ୍ରାନ୍ତ ଓଡିଶା ଖୋର୍ଦ୍ଧା ସୁସ୍ଥ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026

Gupta Power: ଦେବାଳିଆ ଅବସ୍ଥାରେ ଓଡିଶାର ଗୁପ୍ତା ପାୱାର, ଅଧିଗ୍ରହଣ ପାଇଁ ବଡବଡ କଂପାନୀଙ୍କ ନଜର

February 22, 2026
Latest News

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026

ଇଣ୍ଡିଆ ଏଆଇ ଷ୍ଟାକ୍: ପ୍ରଯୁକ୍ତିରେ ସଶକ୍ତ ଭବିଷ୍ୟତ

February 22, 2026

ବାଣପୁର: ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

February 22, 2026

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.