Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଜଗତସିଂହପୁର ଜିଲ୍ଲାରୁ ୨୭୮ ପଜିଟିଭ୍ ଚିହ୍ନଟ: ଜଣେ ମୃତ, ୧୭୨ ସୁସ୍ଥ
ଆଜିର ଖବର

ଆଜି ଜଗତସିଂହପୁର ଜିଲ୍ଲାରୁ ୨୭୮ ପଜିଟିଭ୍ ଚିହ୍ନଟ: ଜଣେ ମୃତ, ୧୭୨ ସୁସ୍ଥ

May 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ଆଜି ୨୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବିରିଡ଼ି ବ୍ଲକରୁ ଜଣେ ୩୫ ବର୍ଷୀୟ ଯୁବକର ମୃତ୍ୟୁ ହୋଇଛି।

ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଜଗତସିଂହପୁର ବ୍ଲକରୁ ସର୍ବାଧିକ ୮୨ଜଣ ଚିହ୍ନଟ ହୋଇଥିବା ବେଳେ ପାରାଦ୍ବୀପରୁ ୫୬ଜଣ, ବାଲିକୁଦା ବ୍ଲକରୁ ୩୧ଜଣ , ଏରସମା ଓ ରଘୁନାଥପୁର ବ୍ଲକରୁ ୨୧ଜଣ ଲେଖାଏଁ ,ବିରିଡ଼ି ବ୍ଲକରୁ ୧୯ଜଣ, କୁଜଙ୍ଗ ବ୍ଲକରୁ ୧୬ଜଣ ,ତିର୍ତ୍ତୋଲ ଓ ନାଉଗାଁ ବ୍ଲକରୁ ୧୩ଜଣ ଲେଖାଏଁ , ଜଗତସିଂହପୁର ମ୍ୟୁନିସିପାଲିଟିରୁ ୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏଥିସହିତ ଜଗତସିଂହପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ସମୁଦାୟ ୧୨୪୨୭ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୦୯୬୦ ଜଣ ସୁସ୍ଥ ହୋଇଥିବା ବେଳେ ୪୧ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଆଜି ଜିଲ୍ଲାରୁ ୧୭୨ ଜଣ ସୁସ୍ଥ ହୋଇଛନ୍ତି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

କରୋନା ଆକ୍ରାନ୍ତ ଜଗତସିଂହପୁର ପଜିଟିଭ୍ ଚିହ୍ନଟ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026
Latest News

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.