ଶୁକ୍ରବାରରେ ଏହି ରାଶିର ବ୍ୟକ୍ତିମାନଙ୍କର ସ୍ବାସ୍ଥ୍ୟ ରହିବ ଖରାପ

Published: May 13, 2021, 11:44 pm IST

ଧନୁ: – ଆଜି ଆପଣଙ୍କ ଆୟ ଏବଂ ଲାଭର ବୃଦ୍ଧିକୁ ସୂଚାଉଛି । ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରି ମନ ଖୁସି ହେବ । ବ୍ୟବସାୟରୁ ଲାଭବାନ ହେବେ । ସ୍ୱାସ୍ଥ୍ୟ ଖରାପ ହୋଇପାରେ ।

ମକର – ଆଜି ବାକି ରହିଥିବା ଟଙ୍କା ମିଳିପାରେ । ପରିବାର ସଦସ୍ୟଙ୍କ ସହ ବିବାଦ ହେବାର ସମ୍ଭାବନା ଅଛି ଯାହା ଘରକୁ ନଷ୍ଟ କରିପାରେ । ବ୍ୟବସାୟ କ୍ଷେତ୍ରରେ ଧନ ଏବଂ ପ୍ରତିଷ୍ଠା ବୃଦ୍ଧି ପାଇବ ।

Related posts