Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୨୨ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୨୭୩ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୨୨ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୨୭୩ କୁ ବୃଦ୍ଧି

May 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୨୨ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୨୭୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିଭଳି କେନ୍ଦ୍ରାପଡ଼ା, କଳାହାଣ୍ଡି, ରାୟଗଡା ଓ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବଲାଙ୍ଗୀରି, ବୌଦ୍ଧ, କଟକ, ଦେବଗଡ, ଗଞ୍ଜାମ, ଗଜପତି ଏବଂ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ କରୋନାରେ ପ୍ରାଣହାନୀ ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୮୮ ହଜାର ୬୮୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୪ ଲକ୍ଷ ୮୨ ହଜାର ୩୪୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୪ ହଜାର ୧୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୨୭୩ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ ମୃତକଙ୍କ ସଂଖ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ବିସ୍ତୃତ ରାଶିଫଳ: ଜୁଲାଇ ୭ ତାରିଖ ମଙ୍ଗଳବାରରେ ଏହି ସାତୋଟି ରାଶିର ଲୋକେ ହୁଅନ୍ତୁ ସାବଧାନ

July 7, 2026

ବାରୁଇପୁର ଗଣଦୁଷ୍କର୍ମ ହତ୍ୟା ମାମଲା: ପୋଷ୍ଟମର୍ଟମରେ ସାମ୍ନାକୁ ଆସିଲା ସତ୍ୟ

July 7, 2026

୯ ଜୁଲାଇରେ ଖୋଲିବ ହୀରାକୁଦ ଡ୍ୟାମର ପ୍ରଥମ ଗେଟ

July 7, 2026

ରଥଯାତ୍ରା କର୍ଡନ ପାସକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ: ନିୟମ ବାହାରେ ଜାରି ହେବନି ଗୋଟିଏ ବି ପାସ

July 7, 2026
Latest News

ବିସ୍ତୃତ ରାଶିଫଳ: ଜୁଲାଇ ୭ ତାରିଖ ମଙ୍ଗଳବାରରେ ଏହି ସାତୋଟି ରାଶିର ଲୋକେ ହୁଅନ୍ତୁ ସାବଧାନ

July 7, 2026

ବାରୁଇପୁର ଗଣଦୁଷ୍କର୍ମ ହତ୍ୟା ମାମଲା: ପୋଷ୍ଟମର୍ଟମରେ ସାମ୍ନାକୁ ଆସିଲା ସତ୍ୟ

July 7, 2026

୯ ଜୁଲାଇରେ ଖୋଲିବ ହୀରାକୁଦ ଡ୍ୟାମର ପ୍ରଥମ ଗେଟ

July 7, 2026

ରଥଯାତ୍ରା କର୍ଡନ ପାସକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ: ନିୟମ ବାହାରେ ଜାରି ହେବନି ଗୋଟିଏ ବି ପାସ

July 7, 2026

ବୈତରଣୀରେ ବଢୁଛି ଜଳସ୍ତର: ଛୋଟ ବନ୍ୟା ଆଶଙ୍କା; ବଡ଼ ବନ୍ୟା ସମ୍ଭାବନା ନାହିଁ

July 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.