Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୩ ଲକ୍ଷ ୪୩ ହଜାର ୧୪୪ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୩ ଲକ୍ଷ ୪୩ ହଜାର ୧୪୪ ଆକ୍ରାନ୍ତ ଚିହ୍ନଟ

May 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୪୩ ହଜାର ୧୪୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪ ହଜାର ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୪୦ ଲକ୍ଷ ୪୬ ହଜାର ୮୦୯ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୬୨ ହଜାର ୨୭୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୭୯ ହଜାର ୫୯୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩୭ ଲକ୍ଷ ୪ ହଜାର ୮୯୩ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ କରୋନା ଅପଡେଟ୍‌ କରୋନାଜନିତ ମୃତ୍ୟୁ ପଜିଟିଭ ଚିହ୍ନଟ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇସିସି ଟେଷ୍ଟ କ୍ରିକେଟର ନିୟମରେ ପରିବର୍ତ୍ତନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 2, 2026

ଯୋଗ୍ୟ ଋଣଗ୍ରହୀତାଙ୍କ ପାଇଁ ଜରୁରୀକାଳୀନ କ୍ରେଡିଟ୍ ଲାଇନ୍ ଗ୍ୟାରେଣ୍ଟି ଯୋଜନା

June 2, 2026

ରାଜଧାନୀ ଦିଲ୍ଲୀରେ ଗୁଳିକାଣ୍ଡ : ନାବାଳକ ଆହତ

June 1, 2026

ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ପକ୍ଷରୁ ବିଶ୍ଵ ଦୁଗ୍ଧ ଦିବସ ପାଳିତ

June 1, 2026
Latest News

ଆଇସିସି ଟେଷ୍ଟ କ୍ରିକେଟର ନିୟମରେ ପରିବର୍ତ୍ତନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 2, 2026

ଯୋଗ୍ୟ ଋଣଗ୍ରହୀତାଙ୍କ ପାଇଁ ଜରୁରୀକାଳୀନ କ୍ରେଡିଟ୍ ଲାଇନ୍ ଗ୍ୟାରେଣ୍ଟି ଯୋଜନା

June 2, 2026

ରାଶିଫଳ: ଆଜି ଜୁନ ୨ ତାରିଖ ମଙ୍ଗଳବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

June 2, 2026

ରାଜଧାନୀ ଦିଲ୍ଲୀରେ ଗୁଳିକାଣ୍ଡ : ନାବାଳକ ଆହତ

June 1, 2026

ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ପକ୍ଷରୁ ବିଶ୍ଵ ଦୁଗ୍ଧ ଦିବସ ପାଳିତ

June 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.