Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୯ ହଜାର ୩୨୯ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ ୧ ହଜାର ୨୧୪
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୯ ହଜାର ୩୨୯ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ ୧ ହଜାର ୨୧୪

May 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୯ ହଜାର ୩୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୨୧୪, ସୁନ୍ଦରଗଡରୁ ୧୧୩୬, କଟକରୁ ୭୮୦, ବରଗଡରୁ ୪୮୭, ସମ୍ବଲପୁରରୁ ୪୭୦, ନୂଆପଡାରୁ ୪୩୪, କଳାହାଣ୍ଡିରୁ ୪୧୦, ଅନୁଗୁଳରୁ ୩୮୪, ଝାରସୁଗୁଡାରୁ ୩୮୪, ପୁରୀରୁ ୩୧୯, ବଲାଙ୍ଗୀରିରୁ ୩୧୩, ନବରଙ୍ଗପୁରରୁ ୩୧୨, ମୟୂରଭଞ୍ଜରୁ ୨୮୮, ଗଞ୍ଜାମରୁ ୨୬୧, ନୟାଗଡରୁ ୨୦୬, ବୌଦ୍ଧରୁ ୨୦୦, ରାୟଗଡ଼ାରୁ ୧୯୯, କେନ୍ଦ୍ରାପଡାରୁ ୧୯୦, ବାଲେଶ୍ବରରୁ ୧୫୧, ଜଗତସିଂହପୁରରୁ ୧୪୭, ସୋନପୁରରୁ ୧୨୩, , ଗଜପତିରୁ ୧୧୬, ଗଜପତିରୁ ୧୧୬, କେନ୍ଦୁଝରରୁ ୧୧୩, ଢେଙ୍କାନାଳରୁ ୯୦, କୋରାପୁଟରୁ ୭୨, ମାଲକାନାଗିରିରୁ ୭୨, ଯାଜପୁରରୁ ୭୧, କନ୍ଧମାଳରୁ ୫୩, ଭଦ୍ରକରୁ ୫୨, ଦେବଗଡରୁ ୩୩, ଏବଂ ଷ୍ଟେଟ ପୁଲରୁ ୨୪୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୪ ଲକ୍ଷ ୯୧ ହଜାର ୬୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୮୮ ହଜାର ୬୮୭ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୪ ହଜାର ୧୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୨୭୩ କୁ ବୃଦ୍ଧି ହୋଇଛି।

covid patient Odisha recovered ଓଡିଶା କରୋନା ଆକ୍ରାନ୍ତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକା ପୁସ୍ତକ ମେଳାର ତୃତୀୟ ଦିବସ: ପୁସ୍ତକପ୍ରେମୀଙ୍କ ଭରପୁର ଉତ୍ସାହ

April 27, 2026

କିସ୍ ରେ ରାଜ୍ୟସ୍ତରୀୟ ଆଦିବାସୀ ସ୍ୱେଚ୍ଛାସେବୀ ସଶକ୍ତିକରଣ କାର୍ଯ୍ୟକ୍ରମ ଉଦଯାପିତ

April 27, 2026

କଣ ଗରମ ଯୋଗୁଁ ଆପଣଙ୍କ ପେଟ ବାରମ୍ବାର ଖରାପ ହେଉଛି କି ? ଜାଣନ୍ତୁ କାରଣ କଣ ?

April 27, 2026

ରାଶିଫଳ: ଆଜି ଏପ୍ରିଲ ୨୭ ତାରିଖ ସୋମବାରରେ ଏହି ରାଶିର ବ୍ୟକ୍ତମାନେ ରୁହନ୍ତୁ ସାବଧାନ

April 27, 2026
Latest News

ଚିଲିକା ପୁସ୍ତକ ମେଳାର ତୃତୀୟ ଦିବସ: ପୁସ୍ତକପ୍ରେମୀଙ୍କ ଭରପୁର ଉତ୍ସାହ

April 27, 2026

କିସ୍ ରେ ରାଜ୍ୟସ୍ତରୀୟ ଆଦିବାସୀ ସ୍ୱେଚ୍ଛାସେବୀ ସଶକ୍ତିକରଣ କାର୍ଯ୍ୟକ୍ରମ ଉଦଯାପିତ

April 27, 2026

କଣ ଗରମ ଯୋଗୁଁ ଆପଣଙ୍କ ପେଟ ବାରମ୍ବାର ଖରାପ ହେଉଛି କି ? ଜାଣନ୍ତୁ କାରଣ କଣ ?

April 27, 2026

ରାଶିଫଳ: ଆଜି ଏପ୍ରିଲ ୨୭ ତାରିଖ ସୋମବାରରେ ଏହି ରାଶିର ବ୍ୟକ୍ତମାନେ ରୁହନ୍ତୁ ସାବଧାନ

April 27, 2026

ବାହାଘର ବାଣ ପଡି ଜଳିଗଲା 6 ବଖରା

April 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.