Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୧୧ ହଜାର ୮୦୫ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୧୧ ହଜାର ୮୦୫ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

May 15, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୧୧ ହଜାର ୮୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୬୬୧୧ ଜଣ ଚିହ୍ନଟ ହୋଇଥିବା ବେଳେ ୫୧୯୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୪୯୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୪ ଲକ୍ଷ ୯୧ ହଜାର ୬୭୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୬ ହଜାର ୪୭୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୨୭୩ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୧୧ ହଜାର ୮୦୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୪୧୪ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୨୦୯ ଜଣ, ଅନୁଗୁଳ ଜିଲ୍ଲାରୁ ୬୬୮ ଜଣ, ବାଲେଶ୍ଵର ଜିଲ୍ଲାରୁ ୩୦୩ ଜଣ, ବରଗଡ ଜିଲ୍ଲାରୁ ୪୨୧ ଜଣ, ଭଦ୍ରକ ଜିଲ୍ଲାରୁ ୩୦୦, ବଲାଙ୍ଗୀରି ଜିଲ୍ଲାରୁ ୩୫୮, ବୌଦ୍ଧ ଜିଲ୍ଲାରୁ ୨୪୬, କଟକ ଜିଲ୍ଲାରୁ ୧୧୯୭, ଦେବଗଡ ଜିଲ୍ଲାରୁ ୧୦୯, ଢେଙ୍କାନାଳ ଜିଲ୍ଲାରୁ ୨୮୦ ଜଣ, ଗଜପତି ଜିଲ୍ଲାରୁ ୧୧୫ ଜଣ, ଗଞ୍ଜାମ ଜିଲ୍ଲାରୁ ୩୩୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୨୭୪ ଜଣ, ଯାଜପୁର ଜିଲ୍ଲାରୁ ୩୯୨ ଜଣ, ଝାରସୁଗୁଡା ଜିଲ୍ଲାରୁ ୩୨୭ ଜଣ, କଳାହାଣ୍ଡିରୁ ୩୭୭ ଜଣ, କନ୍ଧମାଳ ଜିଲ୍ଲାରୁ ୮୩ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୪୭ ଜଣ, କେନ୍ଦୁଝର ଜିଲ୍ଲାରୁ ୧୮୮ ଜଣ, କୋରାପୁଟ ଜିଲ୍ଲାରୁ ୧୯୬ ଜଣ, ମାଲକାନାଗିରି ଜିଲ୍ଲାରୁ ୯୪ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୩୭୪ ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୩୯ ଜଣ, ନୟାଗଡ ଜିଲ୍ଲାରୁ ୨୮୦ ଜଣ, ନୂଆପଡା ଜିଲ୍ଲାରୁ ୩୦୭ ଜଣ, ପୁରୀ ଜିଲ୍ଲାରୁ ୩୮୮ ଜଣ, ରାୟଗଡା ଜିଲ୍ଲାରୁ ୧୩୭ ଜଣ, ସମ୍ବଲପୁର ଜିଲ୍ଲାରୁ ୫୫୩ ଜଣ, ସୋନପୁର ଜିଲ୍ଲାରୁ ୨୧୪ ଜଣ ଏବଂ ଷ୍ଟେଟ ପୁଲରୁ ୨୮୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ସଂକ୍ରମିତ ସୂଚନା ଓ ଲୋକ ସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.