Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁଇ ଦିନରେ ଆସିବ କୋଭିଡ଼ ରୋଗୀଙ୍କ ପାଇଁ ଡିଆରଡିଓ ଦ୍ଵାରା ବିକଶିତ ଔଷଧ ‘୨-ଡିଜି’
ଆଜିର ଖବର

ଦୁଇ ଦିନରେ ଆସିବ କୋଭିଡ଼ ରୋଗୀଙ୍କ ପାଇଁ ଡିଆରଡିଓ ଦ୍ଵାରା ବିକଶିତ ଔଷଧ ‘୨-ଡିଜି’

May 15, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କରୋନା ଭୂତାଣୁକୁ ନଷ୍ଟ କରିବା ପାଇଁ ଡିଆରଡିଓ ଦ୍ଵାରା ‘୨-ଡିଜି’ ଔଷଧ ପ୍ରସ୍ତୁତ କରାଯାଇଛି। ଏହି ଔଷଧର ୧୦ ହଜାର ଡୋଜର ପ୍ରଥମ ବ୍ୟାଚ ଆଜି କିମ୍ବା କାଲି ଭିତରେ ମିଳିବା ଆଶା କରାଯାଉଛି। ଏହା ସହ ଆବଶ୍ୟକତାକୁ ଦେଖି ଏହାର ଉତ୍ପାଦନ କ୍ଷମତା ବଢାଇବା ଉପରେ ଜୋର ଦିଆଯାଉଛି।

ଡିଆରଡିଓ ବୈଜ୍ଞାନିକଙ୍କ ଦ୍ଵାରା ପ୍ରସ୍ତୁତ କରାଯାଇଥିବା ଏହି ଔଷଧକୁ ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ମିଳିଛି। ଯାହା କରୋନା ଭୂତାଣୁ ବିରୋଧ ଲଢେଇରେ ବଡ ସହାୟକ ହେବ। ହାଇଦ୍ରାବାଦ ବ୍ୟତୀତ ଅନ୍ୟ କେନ୍ଦ୍ରରେ ‘୨-ଡିଜି’ କୁ ଅଧିକ ମାତ୍ରାର ଉତ୍ପାଦନ ଆରମ୍ଭ କରାଯାଇଛି।

ଏହାର ବ୍ୟବହାର ଦ୍ଵାରା ଆକ୍ରାନ୍ତଙ୍କୁ ସୁସ୍ଥ କରିବା ସହ ଅମ୍ଳଜାନ ଅଭାବକୁ ହ୍ରାସ କରିବ। ଏହି ଔଷଧ ଯୋଗୁଁ ଲୋକେ ବହୁତ ଶୀଘ୍ର ସୁସ୍ଥ ହେଉଛନ୍ତି। ଏବଂ ଏହା ଆକ୍ରାନ୍ତଙ୍କ ପାଇଁ ଅମ୍ଳଜାନ ମଧ୍ୟ କମ ଆବଶ୍ୟକତା କରିଥାଏ।

କୋଭିଡ଼ ରୋଗୀ ଡିଆରଡିଓ
Share. Facebook Twitter LinkedIn Email WhatsApp Copy Link

Related Posts

ଜାତୀୟ ସଙ୍ଗୀତ ପୂର୍ବରୁ ବାଜିବ “ବନ୍ଦେ ମାତରମ୍”: ଗୃହ ମନ୍ତ୍ରଣାଳୟ ଜାରି କଲା ନିର୍ଦ୍ଦେଶ

February 11, 2026

ପୋଲ ତଳୁ ନବଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

February 11, 2026

‘ଆମକୁ ଟଏଲେଟ୍ ପେପର୍ ପରି ବ୍ୟବହାର କଲା ଆମେରିକା’: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ

February 11, 2026

ଆଇଆଇଟି ଭୁବନେଶ୍ୱରରେ କେନ୍ଦ୍ରୀୟ ତଦାରଖ ବ୍ୟବସ୍ଥା ସହିତ ସ୍ୱଦେଶୀ ଡିଜିଟାଲ୍ ସବଷ୍ଟେସନ ସ୍ଥାପନ

February 11, 2026
Latest News

ଜାତୀୟ ସଙ୍ଗୀତ ପୂର୍ବରୁ ବାଜିବ “ବନ୍ଦେ ମାତରମ୍”: ଗୃହ ମନ୍ତ୍ରଣାଳୟ ଜାରି କଲା ନିର୍ଦ୍ଦେଶ

February 11, 2026

ପୋଲ ତଳୁ ନବଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

February 11, 2026

‘ଆମକୁ ଟଏଲେଟ୍ ପେପର୍ ପରି ବ୍ୟବହାର କଲା ଆମେରିକା’: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ

February 11, 2026

ଆଇଆଇଟି ଭୁବନେଶ୍ୱରରେ କେନ୍ଦ୍ରୀୟ ତଦାରଖ ବ୍ୟବସ୍ଥା ସହିତ ସ୍ୱଦେଶୀ ଡିଜିଟାଲ୍ ସବଷ୍ଟେସନ ସ୍ଥାପନ

February 11, 2026

କୋଟ୍ଟାୟମ ରବର ବୋର୍ଡ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.