Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦ ହଜାର ୭୮୧ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ ୧ ହଜାର ୬୦୫
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦ ହଜାର ୭୮୧ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ ୧ ହଜାର ୬୦୫

May 15, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦ ହଜାର ୭୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୬୦୫, ସୁନ୍ଦରଗଡରୁ ୧୧୮୬, କଟକରୁ ୯୬୬, କଳାହାଣ୍ଡିରୁ ୫୬୬, ଅନୁଗୁଳରୁ ୫୫୭, ବରଗଡରୁ ୫୩୦, ସମ୍ବଲପୁରରୁ ୪୫୮, ଝାରସୁଗୁଡାରୁ ୪୨୨, ପୁରୀରୁ ୩୬୬, ନବରଙ୍ଗପୁରରୁ ୩୪୨, ଗଞ୍ଜାମରୁ ୨୮୫, ନୟାଗଡରୁ ୨୬୭, ବଲାଙ୍ଗୀରିରୁ ୨୫୮, ମୟୂରଭଞ୍ଜରୁ ୨୫୭, ନୂଆପଡାରୁ ୨୫୬, ବୌଦ୍ଧରୁ ୨୫୧, କୋରାପୁଟରୁ ୨୧୮, କେନ୍ଦୁଝରରୁ ୨୦୬, ଯାଜପୁରରୁ ୧୭୭, ଢେଙ୍କାନାଳରୁ ୧୬୩, ଭଦ୍ରକରୁ ୧୫୭, ଜଗତସିଂହପୁରରୁ ୧୪୭, ସୋନପୁରରୁ ୧୪୪, କେନ୍ଦ୍ରାପଡାରୁ ୧୪୩,ରାୟଗଡ଼ାରୁ ୧୩୧, ଦେବଗଡରୁ ୧୧୦, ବାଲେଶ୍ବରରୁ ୯୭, ଗଜପତିରୁ ୯୧, କନ୍ଧମାଳରୁ ୭୬, ମାଲକାନାଗିରିରୁ ୬୭ ଏବଂ ଷ୍ଟେଟ ପୁଲରୁ ୨୮୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୫ ଲକ୍ଷ ୨ ହଜାର ୪୫୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୪୯୨ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯୫ ହଜାର ୬୯୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୨୯୪ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ଖୋର୍ଦ୍ଧା ସୁସ୍ଥ ହେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026

Gupta Power: ଦେବାଳିଆ ଅବସ୍ଥାରେ ଓଡିଶାର ଗୁପ୍ତା ପାୱାର, ଅଧିଗ୍ରହଣ ପାଇଁ ବଡବଡ କଂପାନୀଙ୍କ ନଜର

February 22, 2026
Latest News

ଦେଶର ପ୍ରଥମ ନମୋ ଭାରତ ରାପିଡ୍ ରେଳ ଏବଂ ଦିଲ୍ଲୀ-ମେରଠ ନମୋ ଭାରତ କରିଡର ଲୋକାର୍ପଣ

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026

ଇଣ୍ଡିଆ ଏଆଇ ଷ୍ଟାକ୍: ପ୍ରଯୁକ୍ତିରେ ସଶକ୍ତ ଭବିଷ୍ୟତ

February 22, 2026

ବାଣପୁର: ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.