Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୧୯ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୩୧୩ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୧୯ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୩୧୩ କୁ ବୃଦ୍ଧି

May 16, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୧୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୧୯ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୩୧୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ ଓ ରାୟଗଡା ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିଭଳି ନୂଆପଡା ଓ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଥିବା ବେଳେ ଗଜପତି, କେନ୍ଦ୍ରାପଡା, ପୁରୀ, ନବରଙ୍ଗପୁର ଏବଂ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୧୨ ହଜାର ୨୨୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୫ ଲକ୍ଷ ୨ ହଜାର ୪୫୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୭ ହଜାର ୪୦୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୩୧୩ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ ମୃତକଙ୍କ ସଂଖ୍ୟା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

୧୫ ଆଇପିଏସଙ୍କୁ ଜିଲ୍ଲା ନିରୀକ୍ଷଣ ଦାୟିତ୍ଵ

June 10, 2026

୨୩ ବର୍ଷ ପୁରୁଣା ନିୟମ ହଟିଲା: ସରକାରୀ ଚାକିରି ପ୍ରାର୍ଥୀଙ୍କୁ ବଡ଼ ରାହତ ଦେଲେ ମୋହନ ଯାଦବ

June 10, 2026

ସ୍ୱତନ୍ତ୍ର ସଘନ ସଂଶୋଧନର ୧୧ତମ ଦିନ: ଓଡ଼ିଶାରେ ୮୭.୬୬% ଫର୍ମ ବଣ୍ଟନ ଶେଷ

June 10, 2026

ଭାରତରେ କେଉଁଠାରେ ଏବଂ କିପରି ଲାଇଭ୍ ଦେଖିବେ FIFA ବିଶ୍ୱକପ୍?: ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ 

June 10, 2026
Latest News

ଜବାହରଲାଲ ନେହେରୁଙ୍କୁ ପଛରେ ପକାଇଲେ ମୋଦୀ: ରେକର୍ଡ ଭାଙ୍ଗିବା ପରେ କ’ଣ କହିଲେ ପ୍ରଧାନମନ୍ତ୍ରୀ?

June 10, 2026

୧୫ ଆଇପିଏସଙ୍କୁ ଜିଲ୍ଲା ନିରୀକ୍ଷଣ ଦାୟିତ୍ଵ

June 10, 2026

୨୩ ବର୍ଷ ପୁରୁଣା ନିୟମ ହଟିଲା: ସରକାରୀ ଚାକିରି ପ୍ରାର୍ଥୀଙ୍କୁ ବଡ଼ ରାହତ ଦେଲେ ମୋହନ ଯାଦବ

June 10, 2026

ମୁଦ୍ରା ଦୁର୍ବଳ, ଅର୍ଥନୀତି ମଜବୁତ: ଜାପାନର ଚମତ୍କାର କାହାଣୀ

June 10, 2026

ସ୍ୱତନ୍ତ୍ର ସଘନ ସଂଶୋଧନର ୧୧ତମ ଦିନ: ଓଡ଼ିଶାରେ ୮୭.୬୬% ଫର୍ମ ବଣ୍ଟନ ଶେଷ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.