Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଚଳିଚ୍ଚିତ୍ର ଏବଂ ସିରିଏଲ୍ ସୁଟିଙ୍ଗ୍ ଉପରେ ଲାଗିଲା ରୋକ୍
ଆଜିର ଖବର

ରାଜ୍ୟରେ ଚଳିଚ୍ଚିତ୍ର ଏବଂ ସିରିଏଲ୍ ସୁଟିଙ୍ଗ୍ ଉପରେ ଲାଗିଲା ରୋକ୍

May 16, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଦୀର୍ଘ ୧୨ ଦିନ ଧରି ଲକଡାଉନ ଜାରି ରହିଛି। କିନ୍ତୁ ସଂକ୍ରମଣ ସଂଖ୍ୟାରେ ହ୍ରାସ ହେବା ଦେଖାଯାଉନି। ରାଜ୍ୟରେ ଦୈନିକ ୧୦ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି।

ତେବେ ଏହାକୁ ଦେଖି ରାଜ୍ୟ ସରକାର ଚଳଚ୍ଚିତ୍ର ଏବଂ ସିରିଏଲ୍ ସୁଟିଙ୍ଗ ଉପରେ ରୋକ୍ ଲଗାଇଛନ୍ତି। ସବୁ ଇନଡୋର ଏବଂ ଆଉଟଡୋର ସୁଟିଙ୍ଗକୁ ବନ୍ଦ ପାଇଁ ନିର୍ଦ୍ଦେଶ ହୋଇଛି। ସ୍ଵତନ୍ତ୍ର ରିଲିଫ କମିଶନର ଏନେଇ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।

କରୋନା ସଂକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026
Latest News

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.