Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇସ୍ତାହାର ନୁହେଁ ବିଜେପି କ୍ଷମାପ୍ରାର୍ଥନା କରିବା ଉଚିତ : ଅହମଦ ପଟେଲ
ଆଜିର ଖବର

ଇସ୍ତାହାର ନୁହେଁ ବିଜେପି କ୍ଷମାପ୍ରାର୍ଥନା କରିବା ଉଚିତ : ଅହମଦ ପଟେଲ

April 8, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିଜେପି ୨୦୧୯ ନିର୍ବାଚନକୁ ଦୃଷ୍ଟିରେ ରଖି ସୋମବାର ଏହାର ଇସ୍ତାହାର ପ୍ରକାଶ କରିଛି। ଏହାକୁ କଡ଼ା ସମାଲୋଚନା କରିଛନ୍ତି କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲ। ବିଜେପି ଇସ୍ତାହାର ନୁହେଁ ବରଂ କ୍ଷମା ପ୍ରାର୍ଥନା କରିବା ଉଚିତ୍‌ ବୋଲି ଅହମଦ୍‌ ପଟେଲ କହିଛନ୍ତି। ୨୦୧୪ରେ ବିଜେପି ଦେଇଥିବା ପ୍ରତିଶ୍ରୁତି କୁଆଡେ ଗଲା ବୋଲି ଦଳର ବରିଷ୍ଠ ନେତା ଅହମ୍ମଦ ପଟେଲ ପ୍ରଶ୍ନ କରିଛନ୍ତି। ​ସେ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, ବେକାରୀଙ୍କୁ ଚାକିରି, ପ୍ରତି ବ୍ୟକ୍ତିଙ୍କ ଆକାଉଣ୍ଟରେ ୧୫ ଲକ୍ଷ ଟଙ୍କା ଜମା କରାଯିବା, ଏମ୍‌ଏସପି ବୃଦ୍ଧି ଆଦି ପ୍ରତିଶ୍ରୁତି ପୂରଣ କରିବାରେ ବିଜେପି ବିଫଳ ହୋଇଛି। ତେଣୁ ଏଥର ବି ବିଜେପି ଦେଶବାସୀଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଇଛି। କଂଗ୍ରେସ ନିଜ ଇସ୍ତାହାରର ପ୍ରଥମ ପୃଷ୍ଠାରେ ଜନସାଧାରଣଙ୍କ ଫଟୋ ରଖିଥିବାବେଳେ ବିଜେପି ଇସ୍ତାହାରରେ କେବଳ ମୋଦିଙ୍କ ଫଟୋ ଛାପିଛି। ଦେଶରେ ବେରୋଜଗାରଙ୍କ ସଂଖ୍ୟା ବୃଦ୍ଧି ପାଇଥିବାବେଳେ ସମସ୍ତଙ୍କୁ ରୋଜଗାର ଦେବା ଲାଗି ବିଜେପି ପୂର୍ବରୁ କରିଥିବା ପ୍ରତିଶ୍ରୁତି କୁଆଡ଼େ ଗଲା ବୋଲି ପଟେଲ କହିଛନ୍ତି। ନିଜର ପ୍ରତିଶ୍ରୁତି ପାଳନରେ ବିଫଳ ହୋଇଥିବା ବିଜେପି ଜନସାଧାରଣଙ୍କ ନିକଟରୁ କ୍ଷମା ପ୍ରାର୍ଥନା କରିବା ଉଚିତ୍‌ ବାେଲି ପଟେଲ କହିଛନ୍ତି। ସେହିପରି କଂଗ୍ରେସ ପକ୍ଷରୁ ‘ସବୁଦିନ ପାଇଁ ସମସ୍ତଙ୍କୁ ତୁମେ ଭୂଆଁ ବୁଲାଇପାରିବ ନାହିଁ’ ବୋଲି ଏହି ବିବୃତିରେ କୁହାଯାଇଛି।

( ମୋବାଇଲରେ ଫଟାଫଟ  ଖବର ଜାଣିବା  ପାଇଁ ପ୍ଲେ ଷ୍ଟୋରରୁ ଡାଉନଲୋଡ କରନ୍ତୁ sankhipta, ଏହାପରେ ମୋବାଇଲ ସ୍କ୍ରିନର ତଳୁ ଉପରକୁ ଆଙ୍ଗୁଠିରେ ଘଷି  ଖବର ପରେ ଖବର ପଢି ଚାଲନ୍ତୁ। )

BJP Congress criticize manifesto thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026

ମଧ୍ୟପ୍ରଦେଶର ଖଜୁରାହୋ ନୃତ୍ୟୋତ୍ସବରେ ଚମକିବେ ବ୍ରହ୍ମପୁର ନୃତ୍ୟଶିଳ୍ପୀ ସୌମ୍ୟା ପ୍ରିୟଦର୍ଶିନୀ

February 12, 2026
Latest News

ଟି-୨୦ ବିଶ୍ୱକପ୍ ରେ ଭାରତର ଲଗାତାର ଦ୍ୱିତୀୟ ବିଜୟ: ନାମିବିୟା ୯୩ ରନରେ ପରାସ୍ତ

February 12, 2026

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.