Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଗତସିଂହପୁର ଜିଲ୍ଲାରୁ ଆଜି ୩୩୦ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୩୦
ଆଜିର ଖବର

ଜଗତସିଂହପୁର ଜିଲ୍ଲାରୁ ଆଜି ୩୩୦ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୩୦

May 16, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର: ଦୃତ ଗତିରେ ବୃଦ୍ଧି ପାଉଥିବା କରୋନାର ଦ୍ୱିତୀୟ ଲହରୀରେ ଜଗତସିଂହପୁର ଜିଲ୍ଲାରୁ ଯେମିତି କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାର ନାଁ ଧରୁନି, ହୁ ହୁ ହୋଇ ବଢି ଚାଲିଛି। ଗତକାଲି ଜିଲ୍ଲାରୁ ୨୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ଜିଲ୍ଲାରୁ ୩୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେମାନଙ୍କ ମଧ୍ୟରୁ ପାରାଦ୍ବୀପରୁ ସର୍ବାଧିକ ୭୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କୁଜଙ୍ଗ ବ୍ଲକରୁ ୫୯ ଜଣ ,ଜଗତସିଂହପୁର ବ୍ଲକରୁ ୫୪ଜଣ, ତିର୍ତ୍ତୋଲ ବ୍ଳକରୁ ୩୪ଜଣ, ନାଉଗାଁ ବ୍ଲକରୁ ୩୨ଜଣ, ରଘୁନାଥପୁର ବ୍ଲକରୁ ୨୭ଜଣ, ବାଲିକୁଦା ବ୍ଲକରୁ ୧୮ଜଣ, ଜଗତସିଂହପୁର ମ୍ୟୁନିସିପାଲିଟିରୁ ୧୪ଜଣ, ବିରିଡି ବ୍ଲକରୁ ୧୦ଜଣ ଓ ଏରସମା ବ୍ଲକରୁ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏଥିସହିତ ଜଗତସିଂହପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ସମୁଦାୟ ୧୩୨୯୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୩୮୪ ଜଣ ସୁସ୍ଥ ହୋଇଥିବା ବେଳେ ଆଜି ପର୍ଯ୍ୟନ୍ତ ସମୁଦାୟ ୪୧ ଜଣଙ୍କର ମୃତ୍ୟୁ ହୋଇଛି। ଏବଂ ଆଜି ଜିଲ୍ଲାରୁ ୧୩୦ ଜଣ ସୁସ୍ଥ ହୋଇଥିବା ବେଳେ ବର୍ତ୍ତମାନ ଜିଲ୍ଲାରେ ୧୮୬୫ ଜଣ ଆକ୍ରାନ୍ତ ସକ୍ରିୟ ରହିଛନ୍ତି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

କରୋନା ଆକ୍ରାନ୍ତ ଜଗତସିଂହପୁର ଜିଲ୍ଲା ଦ୍ୱିତୀୟ ଲହରୀ
Share. Facebook Twitter LinkedIn Email WhatsApp Copy Link

Related Posts

SIR ପରେ ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲା ୯୭ ଲକ୍ଷରୁ ଅଧିକ ନାମ

February 23, 2026

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026
Latest News

SIR ପରେ ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲା ୯୭ ଲକ୍ଷରୁ ଅଧିକ ନାମ

February 23, 2026

ଯଥାଶୀଘ୍ର ଇରାନ ଛାଡିବା ପାଇଁ ଭାରତୀୟ ନାଗରିକଙ୍କୁ ଚେତାବନୀ: ମାର୍ଗଦର୍ଶିକା ଜାରି

February 23, 2026

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.